ରାଜ୍ୟରେ ସୁସ୍ଥ ହେଲେ ଆଉ ୭୭୨ କରୋନା ଆକ୍ରାନ୍ତ
ଭୁବନେଶ୍ୱର: ଶୁକ୍ରବାର ରାଜ୍ୟରେ ଆଉ ୭୭୨ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏହାକୁ ମିଶାଇ ଓଡ଼ିଶାରେ ସୁସ୍ଥ ସଂଖ୍ୟା ଏବେ ୨୦,୫୧୭ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍ କରି ସୂଚନା ଦେଇଛି।
ଆଜି ରାଜ୍ୟରେ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଗଞ୍ଜାମରୁ ସର୍ବାଧିକ ୨୧୨ ଜଣ ଅଛନ୍ତି। ସେହିପରି କଟକରୁ ସେହିପରି କଟକରୁ ୧୧୬, ଖୋର୍ଦ୍ଧାରୁ ୮୧, କେନ୍ଦୁଝରରୁ ୬୮, କୋରାପୁଟରୁ ୪୧, ରାୟଗଡ଼ାରୁ ୩୧, ଗଜପତିରୁ ୨୭, ସୁନ୍ଦରଗଡ଼ରୁ ୨୪, ଯାଜପୁରରୁ ୨୧ ଜଣ ସୁସ୍ଥ ହୋଇଛନ୍ତି।
19 from Nabarangpur
18 from Mayurbhanj
14 from Kandhamal
12 from Malkangiri
11 from Sambalpur
10 each from Bhadrak, Kendrapara & Puri
6 from Baragarh
5 from Bolangir
4 from Balasore
3 each from Boudh, Jagatsinghpur & Jharsuguda
1 each from Angul, Nayagarh & Sonepur— H & FW Dept Odisha (@HFWOdisha) July 31, 2020
କନ୍ଧମାଳରୁ ୨୦, ନବରଙ୍ଗପୁରରୁ ୧୯, ମୟୂରଭଞ୍ଜରୁ ୧୮, କନ୍ଧମାଳରୁ ୧୪, ମାଲକାନଗିରିରୁ ୧୨, ସମ୍ୱଲପୁରରୁ ୧୧ ଜଣ ଆରୋଗ୍ୟ ଲାଭ କରିଛନ୍ତି। ସେହିପରି ଭଦ୍ରକ, କେନ୍ଦ୍ରାପଡ଼ା ଓ ପୁରୀରୁ ୧୦ ଜଣ ଲେଖାଏ, ବରଗଡ଼ରୁ ୬, ବଲାଙ୍ଗିରରୁ ୫, ବାଲେଶ୍ୱରରୁ ୪, ବୌଦ୍ଧ, ଜଗତସିଂହପୁର ଓ ଝାରସୁଗୁଡ଼ାରୁ ୩ଜଣ ଲେଖାଏ ଏବଂ ଅନୁଗୋଳ, ନୟାଗଡ଼ ଓ ସୁବର୍ଣ୍ଣପୁରରୁ ଜଣେ ଲେଖାଏଁ ସୁସ୍ଥ ହୋଇଛନ୍ତି।
ଆଜି ସୁଦ୍ଧା ରାଜ୍ୟରେ କରୋନାରେ ୩୧୮୭୭ ଜଣ ଆକ୍ରାନ୍ତ ହୋଇଛନ୍ତି। ସେଥିରୁ ୧୭୭ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୨୦୫୧୭ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ୩୭ ଜଣ କରୋନାରୁ ସୁସ୍ଥ ହୋଇ ଅନ୍ୟ ରୋଗରେ ପ୍ରାଣ ହରାଇଛନ୍ତି।