ନନ୍ଦନକାନନରେ ପୁଣି ହାତୀ ମୃତ୍ୟୁ

ଭୁବନେଶ୍ୱର: ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ହାତୀ ମଡ଼କ। ପୁଣି ଗୋଟିଏ ହାତୀର ମୃତ୍ୟୁ ହୋଇଛି।   ଆଜି ୭ ବର୍ଷର ମାଈ ହାତୀ କମଳାର ମୃତ୍ୟୁ ହୋଇଛି। ଘାତକ ହର୍ପେସ ଭୂତାଣୁ ସଂକ୍ରମଣରେ କମଳା ହାତୀର ମୃତ୍ୟୁ ଘଟିଥିବା ସୂଚନା ମିଳିଛି।

ଗତ ୨୫ ଦିନ ମଧ୍ୟରେ ନନ୍ଦନକାନନରେ ୩ଟି ହାତୀଙ୍କ ମୃତ୍ୟୁ ହେଲାଣି। ପୂର୍ବରୁ ଏକମାତ୍ର ଦନ୍ତା ଓ ଗୋଟିଏ ମାଈ ହାତୀର ମୃତ୍ୟୁ ଘଟିଥିଲା। ଅଗଷ୍ଟ ୨୫ରେ ମରିଥିଲା ମାଈ ହାତୀ ଜୁଲି। ସେହିପରି ସେପ୍ଟେମ୍ବର ୧୫ରେ ଏକମାତ୍ର ଦନ୍ତା ଚନ୍ଦନର ମୃତ୍ୟୁ ଘଟିଥିଲା। ତେବେ କମାଳର ମୃତ୍ୟୁ ପରେ ଏବେ ନନ୍ଦନକାନନରେ ଆଉ ମାତ୍ର ୫ଟି ମାଈ ହାତୀ ରହିଲେ।

ଆହୁରି ପଢ଼ନ୍ତୁ

ବିଧାନସଭାର ମୌସୁମୀ ଅଧିବେଶନ; ରବିବାର ବି ଚାଲିବ ଗୃହକାର୍ଯ୍ୟ

ବିଧାନସଭା ମୌସୁମୀ ଅଧିବେଶନ; କଭରେଜ କରୁଥିବା ଗଣମାଧ୍ୟମ ପ୍ରତିନିଧିଙ୍କର ହେବ କରୋନା ଟେଷ୍ଟ

ଓଡ଼ିଶୀ ସଂଗୀତକୁ ଶାସ୍ତ୍ରୀୟ ମାନ୍ୟତା ପାଇଁ ଚିଠି ଲେଖିଲେ ନବୀନ

ନାଳରେ ପଶିଗଲା ଚଳନ୍ତା କାର

ବନ୍ଦ ହୋଇଯିବ କି ରାଜଧାନୀର ଦୋକାନ?

ଦିନକରେ ରେକର୍ଡ ସଂଖ୍ୟକ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱରରୁ ୩୨୬ କରୋନା ପଜିଟିଭ ଚିହ୍ନଟ, ୨୫୬ ଲୋକାଲ କଣ୍ଟାକ୍ଟ

ଆମ୍ବୁଲାନ୍ସ ଧକ୍କାରେ ଚାଲିଗଲା ୩ ଜୀବନ

ଓଡ଼ିଶାର ଏଇ ପ୍ରମୁଖ ସହର ୨ ଦିନ ସଟଡାଉନ୍

ଦୈନିକ ସାଢେ ୪ ଘଣ୍ଟା ହେବ ଗୃହ କାର୍ଯ୍ୟ

‘ବିଜ୍ଞପ୍ତି ପ୍ରକାଶ ପାଇବା ପୂର୍ବରୁ ମୁଖ୍ୟମନ୍ତ୍ରୀଙ୍କ ମନେପଡ଼େ ନିର୍ବାଚନ ମଣ୍ଡଳୀ କଥା’

ଉପନିର୍ବାଚନ ତାରିଖ ଘୋଷଣା ପୂର୍ବରୁ ତିର୍ତ୍ତୋଲବାସୀଙ୍କୁ ସରକାରଙ୍କ ଭେଟି

You might also like