ନିଲମ୍ବିତ ଆଇଆଇସିଙ୍କ ନାଁରେ ଆଉ ଏକ ମାମଲା, ଥାନାରେ ସେବାୟତ

ପୁରୀ: କରୋନା କଟକଣାକୁ ଉଲ୍ଲଂଘନ କରି ଶ୍ରୀମନ୍ଦିର ଭିତରକୁ ପ୍ରବେଶ କରି ଶ୍ରୀଜିଉଙ୍କୁ ଦର୍ଶନ କରିଥିବା ବଡ଼ଚଣାର ନିଲମ୍ବିତ IIC ଦୀପକ ଜେନାଙ୍କ ନାଁରେ ପୁଣି ମାମଲା।  ଆଇପିସିର ଧାରା ୧୭୧, ୧୬୬/୧୬୬(ଏ)ରେ ମାମଲା ରୁଜୁ କରାଯାଇଛି। ଆଇନ ଉଲ୍ଲଙ୍ଘନ, ଘରୋଇ ଗାଡ଼ିରେ ପୋଲିସବତୀ ଲଗାଇଥିବାରୁ ମାମଲା ରୁଜୁ ହୋଇଛି। ଏନେଇ ଯାଜପୁର SP ଟ୍ୱିଟ୍ କରି ସୂଚନା ଦେଇଛନ୍ତି। ଅଭିଯୋଗ ପରେ ଗତକାଲି ବଡ଼ଚଣା IICଙ୍କୁ ନିଲମ୍ବନ କରିଥିଲେ ପୋଲିସ ଡିଜି।

ପୁରୀ ସିଂହଦ୍ୱାର ଥାନାରେ ବି ନିଲମ୍ବିତ IICଙ୍କ ନାଁରେ ମାମଲା ରୁଜୁ ହୋଇଛି, ତଦନ୍ତ ବି ଆରମ୍ଭ  ହୋଇଛି। ସେପଟେ ଯାଜପୁର ବଡ଼ଚଣାର ନିଲମ୍ବିତ IIC ଏବଂ ତାଙ୍କ ପରିବାର ସଦସ୍ୟଙ୍କ ସହ ଶ୍ରୀମନ୍ଦିରରେ ପଶିବା ନେଇ ସହଯୋଗ କରିଥିବା ସେବାୟତ ଶ୍ୟାମସୁନ୍ଦର ପୂଜାପଣ୍ଡା ସିଂହଦ୍ୱାର ଥାନାରେ ଅଟକ ରଖି ପଚରାଉଚୁରା କରୁଛି ପୋଲିସ।

ଆହୁରି ପଢ଼ନ୍ତୁ

ପର୍ବତାରୋହୀ ଯୋଗବ୍ୟାସ ଭୋଇଙ୍କ ଉପରକୁ ଆକ୍ରମଣ

ପରଲୋକରେ ‘ଜହ୍ନମାମୁଁ’ ପତ୍ରିକାର ପ୍ରସିଦ୍ଧ କାର୍ଟୁନିଷ୍ଟ କେ.ସି ଶିବଶଙ୍କର

ପାନ ଖାଇ ଶ୍ରୀମନ୍ଦିରକୁ ଯାଇପାରିବେନି; ଧରା ପଡ଼ିଲେ ଗଣିବେ ଫାଇନ୍‌

ଗାନ୍ଧି ଜୟନ୍ତୀରୁ ବିଜେଡିର କୋଭିଡ୍ ମହାମାରୀ ସଚେତନତା ଅଭିଯାନ

ବିଜୁଳି ଦର ବୃଦ୍ଧି ନେଇ ସରକାରଙ୍କୁ କଂଗ୍ରେସର ଟାର୍ଗେଟ୍‌

ବିଶ୍ୱବିଦ୍ୟାଳୟ ସଂଶୋଧନ ବିଲ୍‌ର କପିକୁ ଚିରି ଦେଲେ ତାରା

ଗୃହରେ କୋଭିଡ ତାତି; କଂପାନୀଙ୍କୁ ବ୍ଲାଙ୍କ୍ ଚେକ୍ କାହିଁକି ଦିଆଯାଇଥିଲା ବୋଲି ପ୍ରଶ୍ନ କଲା ବିରୋଧୀ

ରାଜ୍ୟରେ ୩୮୯୬ ଜଣ କରୋନା ଆକ୍ରାନ୍ତ ସୁସ୍ଥ; ମୋଟ ସୁସ୍ଥ ସଂଖ୍ୟା…

କମିବ ଘରୋଇ ସ୍କୁଲ୍‌ ଫି !

ଭୁବନେଶ୍ୱରରୁ ୩୨୯ ପଜିଟିଭ ଚିହ୍ନଟ ଓ ୩୯୫ ସୁସ୍ଥ

ହାଇକୋର୍ଟରେ ମାମଲା ଦାୟର କଲେ ସମ୍ବିତ ପାତ୍ର

୫୪ ସିଟ୍ ପାଇଁ ଉପନିର୍ବାଚନ ତାରିଖ ଘୋଷଣା କଲେ ଇସି

You might also like