ନନ୍ଦନକାନନରେ ଆଉ ଏକ ଆନାକୋଣ୍ଡା ମୃତ

ଭୁବନେଶ୍ୱର: ଭୁବନେଶ୍ୱରର ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଆନାକୋଣ୍ଡା ଏବେ ବିପଦରେ। ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ପୁଣି ଏକ ଆନାକୋଣ୍ଡା ମୃତ। ୮ଟି ହଳଦିଆ ଆନାକୋଣ୍ଡାରୁ ଏଯାବତ ୩ଟିର ମୃତ୍ୟୁ ଘଟିଲାଣି। ବ୍ୟାକ୍ଟେରିଆ ନା ରକ୍ତ ସଂକ୍ରମଣ ଯୋଗୁ ଆନାକୋଣ୍ଡାଙ୍କ ମୃତ୍ୟୁ ହୋଇଛି କି ନାହିଁ ତାହା ଏ ଯାଏ ଜଣାପଡ଼ିନି।

୨୦୧୯ ଅକ୍ଟୋବରରେ ୮ ଆନାକୋଣ୍ଡା ଚେନ୍ନାଇ ଚିଡିଆଖାନାରୁ ଆସିଥିଲେ। ଆନାକୋଣ୍ଡା ଆସିବାର ଶହେ ଦିନ ନପୁରୁଣୁ ୨ଟି ଆନାକୋଣ୍ଡାଙ୍କ ମୃତ୍ୟୁ ହୋଇଥିଲା।

ସେତେବେଳେ ଓୟୁଏଟିର ଡାକ୍ତରୀ ଟିମ୍ ନନ୍ଦନକାନନ ଆସି ଆନାକୋଣ୍ଡାଙ୍କ ସ୍ୱାସ୍ଥ୍ୟ ପରୀକ୍ଷା କରିଥିଲେ। ଏହାସହ ଚେନ୍ନାଇରୁ ଆନାକୋଣ୍ଡାଙ୍କୁ ଅଣା ଯାଇଥିବାରୁ ସେଠିକାର ଚିଡ଼ିଆଖାନାର ବିଶେଷଜ୍ଞ ଡାକ୍ତରଙ୍କୁ ଡକାଯାଇଥିଲା। ବଂଶବୃଦ୍ଧି କରିବାକୁ ଅଣାଯାଇଥିବା ଏହି ଆନାକୋଣ୍ଡା ଏବେ ଲୋପ ପାଇବାକୁ ଯାଉଛି।

 

ଆହୁରି ପଢ଼ନ୍ତୁ

ତାପଙ୍ଗର ହାତିଆ ମୁଣ୍ଡିଆ ନିଷିଦ୍ଧାଞ୍ଚଳ ଘୋଷିତ

କରୋନା ନେଇଗଲା କୋଭିଡ୍ ଯୋଦ୍ଧାଙ୍କ ଜୀବନ

ଓଡ଼ିଆ ବୈଜ୍ଞାନିକ ଜ୍ୟୋତିର୍ମୟୀ ଦାଶଙ୍କୁ ଭାରତର ସର୍ବୋଚ୍ଚ ବିଜ୍ଞାନ ପୁରସ୍କାର

ଗାଈଗୋରୁଙ୍କ ଜୀବନ ରକ୍ଷା ପାଇଁ ଅଭିନବ ପ୍ରୟାସ

ବିଧାନସଭା ଅଧିବେଶନ ପୂର୍ବରୁ ଆସିଲା କରୋନା ଟେଷ୍ଟ ରିପୋର୍ଟ, ୧୩୬ ଜଣଙ୍କ ରିପୋର୍ଟ ପଜିଟିଭ୍

ଭୁବନେଶ୍ୱରରୁ ୩୧୭ ପଜିଟିଭ ଚିହ୍ନଟ, ୨୫୫ ଲୋକାଲ କେସ୍

ପୂରଣ ହେଲା ସ୍ୱାଭିମାନ ଅଞ୍ଚଳବାସୀଙ୍କ ଆଶା

ଆଜିଠୁ ଓଡ଼ିଶାର ଏହି ସହର ୭ ଦିନ ସଟ୍‌ଡାଉନ୍‌

ବିଶ୍ୱ ପର୍ଯ୍ୟଟନ ଦିବସରେ କୋଣାର୍କକୁ ଗଡ଼ିଲା ‘ମୋ ବସ୍’

ଓଡ଼ିଶାରେ କୋଭିଡ୍‌ ପରିଚାଳନାକୁ ନେଇ ପ୍ରଶ୍ନ ଉଠାଇଲେ ବିଜେଡି ବିଧାୟକ

ଦିନକରେ ଓଡ଼ିଶାରେ ୧୪ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଓଡ଼ିଶାରେ କରୋନା ସ୍ଥିତି: ୨୪ ଘଣ୍ଟାରେ ଚିହ୍ନଟ ହେଲେ ୩,୯୨୨ ପଜିଟିଭ୍‌

You might also like