ଭୁବନେଶ୍ୱର ବାର୍‌ ଆସୋସିଏସନ୍‌ରେ ଭୋଟ ଭିକ୍ଷା କଲେ ଅପରାଜିତା ଷଡ଼ଙ୍ଗୀ

ଭୁବନେଶ୍ୱର : ବିଜେପିର ଭୁବନେଶ୍ୱର ଲୋକସଭା ପ୍ରାର୍ଥୀ ଅପରାଜିତା ଷଡ଼ଙ୍ଗୀ ଆଜି ଭୁବନେଶ୍ୱର ବାର୍‌ ଆସୋସିଏସନ୍ ଯାଇ ଭୋଟ୍ ଭିକ୍ଷା କରିଛନ୍ତି। ବାର ଭିତରକୁ ଯାଇ ଆଇନ୍‌ଜୀବୀ ଓ କର୍ମକର୍ତ୍ତାଙ୍କୁ ଭେଟି ବିଜେପିକୁ ଭୋଟ୍ ଦେଇ ଜିତାଇବାକୁ ନିବେଦନ କରିଥିଲେ।

ତାଙ୍କ ସହ ଭୁବନେଶ୍ୱର ଉତ୍ତର ପ୍ରାର୍ଥୀ ଅପରାଜିତା ମହାନ୍ତି, ମଧ୍ୟର ପ୍ରାର୍ଥୀ ଜଗନ୍ନାଥ ପ୍ରଧାନ ଓ ଏକାମ୍ର ବିଧାୟକ ପ୍ରାର୍ଥୀ ବାବୁ ସିଂ ମଧ୍ୟ ଉପସ୍ଥିତ ଥିଲେ  ଗତକାଲି ବିଜେଡି ସାଂସଦ ପ୍ରାର୍ଥୀ ଅରୁପ ପଟ୍ଟନାୟକ ଭୁବନେଶ୍ୱର ବାରକୁ ଯାଇ ଭୋଟ୍ ମାଗିଥିଲେ।

You might also like