ଜେଲ୍‌ ଗଲେ ମହାରଥୀ

ଭୁବନେଶ୍ୱର : ଶେଷରେ ଝାରପଡ଼ା ଜେଲକୁ ଗଲେ ପିପିଲି ବିଧାୟକ ପ୍ରଦୀପ ମହାରଥୀ। ତାଙ୍କ ଜାମିନ ଆବେଦନର ଶୁଣାଣି ୨୪ ତାରିଖକୁ ଘୁଞ୍ଚିଥିବାରୁ ସେପର୍ଯ୍ୟନ୍ତ ଜେଲରେ ରହିବେ ମହାରଥୀ। ଜେଲ୍‌ ୱାର୍ଡରେ ରହି ଚିକିତ୍ସିତ ହେବେ।

ଗତକାଲି ନିର୍ବାଚନ ଫ୍ଳାଇଂ ସ୍କ୍ୱାର୍ଡରେ ଥିବା ମାଜିଷ୍ଟ୍ରେଟଙ୍କୁ ମାଡ଼ ମାରିବା ଅଭିଯୋଗରେ ଆଜି ଗିରଫ ହୋଇଥିଲେ ପ୍ରଦୀପ ମହାରଥୀ।

ନିର୍ବାଚନର ଗୋଟିଏ ଦିନ ପୂର୍ବରୁ ନିଜ ଫାର୍ମ ହାଉସରେ ମଦ ଓ ଟଙ୍କା ବାଣ୍ଟୁଥିବା ଖବର ପାଇ ଫ୍ଲାଇଂ ସ୍କ୍ୱାର୍ଡ ଚଢ଼ାଉ ପାଇଁ ଯାଇଥିବା ବେଳେ ସ୍କ୍ୱାର୍ଡରେ ଥିବା ମାଜିଷ୍ଟ୍ରେଟ ଓ ଅନ୍ୟ ସଦସ୍ୟଙ୍କୁ ଗୋଡାଇ ଗୋଡାଇ ପିଟିଥିଲେ ମହାରଥୀ ଓ ତାଙ୍କ ସମର୍ଥକ।

ପୁଲିସ ଏ ନେଇ ନିର୍ଦ୍ଦିଷ୍ଟ ତଥ୍ୟ ପ୍ରମାଣ ପାଇବା ପରେ ମହାରଥୀଙ୍କୁ ଗିରଫ କରିଥିଲା। ତେବେ ଗିରଫ ପରେ ତାଙ୍କୁ ଭୁବନେଶ୍ୱରସ୍ଥିତ ସ୍ୱତନ୍ତ୍ର କୋର୍ଟରେ ହାଜର କରାଯାଇଥିଲା। ସେଠାରେ ସେ ଅସୁସ୍ଥ ହୋଇପଡିଥିଲେ।

ଆହୁରି ପଢ଼ନ୍ତୁ

ଇନ୍‌ଫର୍ମର ସନ୍ଦେହରେ ଦୁଇ ଜଣଙ୍କୁ ହତ୍ୟା କଲେ ମାଓବାଦୀ

ରାଜଧାନୀରେ ଚାଞ୍ଚଲ୍ୟ: ଲୁଟେରା ଆକ୍ରମଣରେ ସ୍କୁଟିରୁ ଖସି ଯୁବତୀ ଗୁରୁତର

ବିଧାନସଭା ସମ୍ମୁଖରେ ମହିଳାଙ୍କ ବେକରେ ଛୁରୀ ଲଗାଇ ଯୁବକଙ୍କ ହାଇଡ୍ରାମା

ଦିନକରେ ଓଡ଼ିଶାରେ ୧୭ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

୨୪ ଘଣ୍ଟାରେ ଓଡ଼ିଶାରେ ୩,୬୧୫ କରୋନା ପଜିଟିଭ୍‌ ଚିହ୍ନଟ, ଖୋର୍ଦ୍ଧାରୁ କେବଳ ୬୭୧

ଆଜିଠୁ ଖୋଲିଲା ଭିତରକନିକା

ନୂଆ ନିୟମ: ଆଉ ସାଙ୍ଗରେ ଆଣିବାକୁ ପଡ଼ିବନି DL

୬୦ ଟଙ୍କା ପାଇଁ ପାନ ଦୋକାନୀଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ

ବାଲେଶ୍ୱରରେ ସଟ୍‌ଡାଉନ୍ ନିଷ୍ପତ୍ତିକୁ ବିରୋଧ

କଟକ ଓ ଭୁବନେଶ୍ୱରରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ ସୂଚନା ଜାରି

ପ୍ରାଣୀ ଉଦ୍ୟାନ ଓ ଡିୟର୍ ପାର୍କ ଖୋଲିବାର ଗାଇଡ୍ ଲାଇନ ଜାରି କଲେ ରାଜ୍ୟ ସରକାର

ଅକ୍ଟୋବରରୁ ୫୦% କର୍ମଚାରୀରେ ଚାଲିବ ଅଫିସ

You might also like