ଲକ୍ଡାଉନ୍ କୋହଳ କଲେ ରାଜ୍ୟ ସରକାର: ଖୋଲିବ ୧୪୦ ଢାବା ଓ ୨୨୩ ଗ୍ୟାରେଜ
ଭୁବନେଶ୍ୱର: ଲକ୍ ଡାଉନ୍ ଯୋଗୁ ହଇରାଣ ହେଉଥିବା ଟ୍ରକ୍ ଚାଳକଙ୍କ ପାଇଁ ଆଶ୍ୱସ୍ତିକର ଖବର। ରାଜ୍ୟର ବିଭିନ୍ନ ଜିଲ୍ଲାରେ ଥିବା ୧୪୦ଟି ଢାବା ଓ ୨୨୩ଟି ଗାଡ଼ି ମରାମତି ଦୋକାନ ଖୋଲିବ। କେଉଁ କେଉଁ ଢାବା ଓ ଗାଡ଼ି ମରାମତି ଦୋକାନ ଖୋଲିବ ସେନେଇ ଅନୁମତି ପ୍ରଦାନ କରାଯାଇଛି।ରାସ୍ତା କଡ଼ରେ ଅଟକୁଥିବା ଟ୍ରକ୍ ଚାଳକଙ୍କ ସୁବିଧା ପାଇଁ ଏଭଳି ନିଷ୍ପତ୍ତି ନିଆଯାଇଛି। ସୂଚନାଥାଉ କି, ଏହାପୂର୍ବରୁ ଲକ୍ଡାଉନ୍ ବେଳେ ରାଜ୍ୟରେ ଦୋକାନ ଖୋଲିବା ନେଇ ରାଜ୍ୟ ସରକାରଙ୍କ […]
ଭୁବନେଶ୍ୱର: ଲକ୍ ଡାଉନ୍ ଯୋଗୁ ହଇରାଣ ହେଉଥିବା ଟ୍ରକ୍ ଚାଳକଙ୍କ ପାଇଁ ଆଶ୍ୱସ୍ତିକର ଖବର। ରାଜ୍ୟର ବିଭିନ୍ନ ଜିଲ୍ଲାରେ ଥିବା ୧୪୦ଟି ଢାବା ଓ ୨୨୩ଟି ଗାଡ଼ି ମରାମତି ଦୋକାନ ଖୋଲିବ।
କେଉଁ କେଉଁ ଢାବା ଓ ଗାଡ଼ି ମରାମତି ଦୋକାନ ଖୋଲିବ ସେନେଇ ଅନୁମତି ପ୍ରଦାନ କରାଯାଇଛି।ରାସ୍ତା କଡ଼ରେ ଅଟକୁଥିବା ଟ୍ରକ୍ ଚାଳକଙ୍କ ସୁବିଧା ପାଇଁ ଏଭଳି ନିଷ୍ପତ୍ତି ନିଆଯାଇଛି।
ସୂଚନାଥାଉ କି, ଏହାପୂର୍ବରୁ ଲକ୍ଡାଉନ୍ ବେଳେ ରାଜ୍ୟରେ ଦୋକାନ ଖୋଲିବା ନେଇ ରାଜ୍ୟ ସରକାରଙ୍କ ରାଜସ୍ୱ ଓ ବିପର୍ଯ୍ୟୟ ପରିଚଳନା ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଥିଲା।