ଅଗଷ୍ଟ ଶେଷରେ ବସିପାରେ ବିଧାନସଭା ମୌସୁମୀ ଅଧିବେଶନ

ଭୁବନେଶ୍ୱର: ଚଳିତ ମାସ ଶେଷ ସପ୍ତାହରେ ବସିପାରେ ବିଧାନସଭା ମୌସୁମୀ ଅଧିବେଶନ। ଏ ନେଇ ଆଜି ସୂଚନା ଦେଇଛନ୍ତି  ବରିଷ୍ଠ କଂଗ୍ରେସ ବିଧାୟକ ସନ୍ତୋଷ ସିଂହ ସାଲୁଜା।

ସେ କହିଛନ୍ତି, ଦୁଇ ଦିନ ତଳେ ଏନେଇ ବାଚସ୍ପତିଙ୍କ ସହ ଆଲୋଚନା ହୋଇଥିଲା। ଖୁବ୍‌ ଶୀଘ୍ର ବିଧାନସଭା ଅଧିବେଶନ ଡାକିବେ ବୋଲି ସେ କହିଛନ୍ତି

ଆହୁରି ପଢ଼ନ୍ତୁ

ପ୍ରକାଶ ପାଇଲା OJEE ପରୀକ୍ଷା ସୂଚୀ

ଇନ୍‌ଫର୍ମର ସନ୍ଦେହରେ ଦୁଇ ଜଣଙ୍କୁ ହତ୍ୟା କଲେ ମାଓବାଦୀ

ରାଜଧାନୀରେ ଚାଞ୍ଚଲ୍ୟ: ଲୁଟେରା ଆକ୍ରମଣରେ ସ୍କୁଟିରୁ ଖସି ଯୁବତୀ ଗୁରୁତର

ବିଧାନସଭା ସମ୍ମୁଖରେ ମହିଳାଙ୍କ ବେକରେ ଛୁରୀ ଲଗାଇ ଯୁବକଙ୍କ ହାଇଡ୍ରାମା

ଦିନକରେ ଓଡ଼ିଶାରେ ୧୭ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

୨୪ ଘଣ୍ଟାରେ ଓଡ଼ିଶାରେ ୩,୬୧୫ କରୋନା ପଜିଟିଭ୍‌ ଚିହ୍ନଟ, ଖୋର୍ଦ୍ଧାରୁ କେବଳ ୬୭୧

ଆଜିଠୁ ଖୋଲିଲା ଭିତରକନିକା

ନୂଆ ନିୟମ: ଆଉ ସାଙ୍ଗରେ ଆଣିବାକୁ ପଡ଼ିବନି DL

୬୦ ଟଙ୍କା ପାଇଁ ପାନ ଦୋକାନୀଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ

ବାଲେଶ୍ୱରରେ ସଟ୍‌ଡାଉନ୍ ନିଷ୍ପତ୍ତିକୁ ବିରୋଧ

କଟକ ଓ ଭୁବନେଶ୍ୱରରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ ସୂଚନା ଜାରି

ପ୍ରାଣୀ ଉଦ୍ୟାନ ଓ ଡିୟର୍ ପାର୍କ ଖୋଲିବାର ଗାଇଡ୍ ଲାଇନ ଜାରି କଲେ ରାଜ୍ୟ ସରକାର

You might also like