• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Pradesh Pratyush

ଭୁବନେଶ୍ୱର : ଆସନ୍ତା ୪ ତାରିଖରୁ ଆରମ୍ଭ ହେବ ବିଧାନସଭାର ବଜେଟ୍ ଅଧିବେଶନ। ଏ ନେଇ ଆଜି ବିଧାନସଭା ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି। ୪ ତାରିଖରେ ରାଜ୍ୟପାଳଙ୍କ ଅଭିଭାଷଣରୁ ଆରମ୍ଭ ହେବ ଅଧିବେଶନ।

ତେବେ ୭ ତାରିଖରେ ବିଧାନସଭାରେ ଆଗତ ହେବ ରାଜ୍ୟ ବଜେଟ। ନିର୍ବାଚନ ବର୍ଷ ହୋଇଥିବାରୁ ପୂର୍ଣ୍ଣାଙ୍ଗ ବଜେଟ୍ ବଦଳରେ କାମଚଳା ବଜେଟ୍ ଆଗତ ହେବ। ବଜେଟ ଆଗତ ହେବା ପରଦିନ ଅର୍ଥାତ୍ ୮ ତାରିଖରେ ବ୍ୟୟମଂଜୁରୀ ବିଲ୍ ଉପରେ ଆଲୋଚନା ହେବ।

୫ ତାରିଖରେ ରାଜ୍ୟପାଳଙ୍କୁ ଧନ୍ୟବାଦ ପ୍ରସ୍ତାବର ଆଲୋଚନା କାର୍ଯ୍ୟକ୍ରମ ରହିଛି।

Assembly-on-february-7-2019
  • Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

404 Page not found!

We're sorry, but we can't find the page you were looking for. It's probably something we've done wrong but now we know about it and we'll try to fix it. In the meantime, try one of these options:

go to home page

Suggested stories