ଟଙ୍କା ଲୁଟି ପାରିଲେନି ବୋଲି ATM ଜାଳିଦେଲେ

ବାରିପଦା: ଏଟିଏମ୍ ଲୁଟ କରିବା ପାଇଁ ଆସିଥିଲେ ଦୁବୃର୍ତ୍ତ।  ଟଙ୍କା ଲୁଟିବାରେ ବିଫଳ ହେବାରୁ ଏଟିଏମ ଜାଳି ଦେଇଛନ୍ତି। ଏପରି ଘଟଣା ଘଟିଛି  ମୟୂରଭଞ୍ଜ ଜିଲ୍ଲା ଉଦଳା କଲେଜ ରୋଡରେ ଥିବା ଏସ୍‌ବିଆଇ ଏଟିଏମ୍‌ ବୁଥ୍‌ରେ।

ମିଳିଥିବା ସୂଚନା ମୁତାବକ,  ଦୁବୃର୍ତ୍ତମାନେ ଏଟିଏମ୍‌ରୁ ଟଙ୍କା ଲୁଟ୍ ପାଇଁ ଉଦ୍ୟମ କରିଥିଲେ। ଏଟିଏମ୍ ମେସିନ୍‌କୁ କାଟିବାକୁ ଚେଷ୍ଟା କରିଥିଲେ। ତେବେ ଏଥିରେ ବିଫଳ ହୋଇଥିଲେ। ଫଳରେ ଉତ୍ତ୍ୟକ୍ତ ହୋଇ ମେସିନ ଜାଳି ଦେଇଥିଲେ।

ପୋଲିସ ଘଟଣାସ୍ଥଳରେ ପହଞ୍ଚି ଖୋଲତାଡ଼ ଆରମ୍ଭ କରିଛି। ଏଟିଏମ୍ ପାଖରୁ ଏକ ଗ୍ୟାସ୍ କଟର୍ ମେସିନ୍ ଜବତ କରିଛି।

ଆହୁରି ପଢ଼ନ୍ତୁ

ବନ୍ଦ ହୋଇଯିବ କି ରାଜଧାନୀର ଦୋକାନ?

ଦିନକରେ ରେକର୍ଡ ସଂଖ୍ୟକ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱରରୁ ୩୨୬ କରୋନା ପଜିଟିଭ ଚିହ୍ନଟ, ୨୫୬ ଲୋକାଲ କଣ୍ଟାକ୍ଟ

ଆମ୍ବୁଲାନ୍ସ ଧକ୍କାରେ ଚାଲିଗଲା ୩ ଜୀବନ

ଓଡ଼ିଶାର ଏଇ ପ୍ରମୁଖ ସହର ୨ ଦିନ ସଟଡାଉନ୍

ଦୈନିକ ସାଢେ ୪ ଘଣ୍ଟା ହେବ ଗୃହ କାର୍ଯ୍ୟ

‘ବିଜ୍ଞପ୍ତି ପ୍ରକାଶ ପାଇବା ପୂର୍ବରୁ ମୁଖ୍ୟମନ୍ତ୍ରୀଙ୍କ ମନେପଡ଼େ ନିର୍ବାଚନ ମଣ୍ଡଳୀ କଥା’

ଉପନିର୍ବାଚନ ତାରିଖ ଘୋଷଣା ପୂର୍ବରୁ ତିର୍ତ୍ତୋଲବାସୀଙ୍କୁ ସରକାରଙ୍କ ଭେଟି

ଭୁବନେଶ୍ୱରରେ ଚୋରା ବନ୍ଧୁକ ଡିଲ୍‌ର ପର୍ଦ୍ଦାଫାସ

ଦିନକରେ ଓଡ଼ିଶାରେ ଆଖି ବୁଜିଲେ ୧୫ କରୋନା ଆକ୍ରାନ୍ତ

୨୪ ଘଣ୍ଟାରେ ୪,୨୦୮ ପଜିଟିଭ୍‌ ଚିହ୍ନଟ, ଓଡ଼ିଶାରେ ୨ ଲକ୍ଷ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

୧,୭୦୯ ଜଣ ପୋଲିସ୍ କର୍ମଚାରୀଙ୍କୁ ଦିଆଯିବ ‘ଆନ୍ତରିକ ସୁରକ୍ଷା ସେବା ପଦକ’

You might also like