ଏଟିଏମ୍‌ ଭାଙ୍ଗିଲେ, ଲୁଟି ନେଲେ  

ବାଲେଶ୍ୱର ତାଳପଦା ବଜାରରୁ ଲୁଟ୍‌

ବାଲେଶ୍ୱର : ବାଲେଶ୍ୱର ସୋରର ତାଳପଦା ବଜାରରେ ଥିବା ଟାଟା ଇଣ୍ଡିକ୍ୟାସ୍ ATM ଭାଙ୍ଗି ଦୁର୍ବୃତ୍ତମାନେ ଟଙ୍କା ଲୁଟି ନେଇଛନ୍ତି। ଗତକାଲି ରାତିରେ ଏହି ଘଟଣା ଘଟିଥିବା କୁହାଯାଉଛି।

ତେବେ କେତେ ଟଙ୍କା ଲୁଟ୍ ହୋଇଛି ସେ ନେଇ ସୂଚନା ମିଳିପାରିନି । ATMରେ ପଶି ଗ୍ୟାସ୍ କଟରରେ କାଟି ଦୁର୍ବୃତ୍ତମାନେ ଟଙ୍କା ଲୁଟି ନେଇଛନ୍ତି। ଗୋପାଳପୁର ପୁଲିସ ଘଟଣାସ୍ଥଳରେ ପହଞ୍ଚି ଖୋଳତାଡ଼ କରୁଛି। ହେଲେ ଦୁର୍ବୃତ୍ତଙ୍କ କିଛି ସୂଚନା ପାଇପାରିନି ।

ଆହୁରି ପଢ଼ନ୍ତୁ

OUAT ପ୍ରଫେସରଙ୍କ ଘରେ କଳା କନା ବୁଲାଇଲେ ଦୁର୍ବୃତ୍ତ

ଅଧାରେ ରହିଗଲା ଫେସ୍‌ବୁକ୍ ପ୍ରେମ, ବିବାହ ବେଦୀରୁ ଉଠାଇ ନେଲା ପୋଲିସ୍

ଆଜିକୁ ୨୧ ବର୍ଷ ତଳେ ପ୍ରକୃତିର ଏମିତି କରାଳ ରୂପ ଦେଖିଥିଲା ଓଡ଼ିଶା

‘ପୋଲିସ୍‌ ସାର୍‌ ବାଡ଼ିରେ ମୋତେ ପିଟି ପକାଇଲେ’

ଆଶ୍ଚର୍ଯ୍ୟ ! ଡ୍ରାଇଭରଙ୍କ ନାଁରେ ୨୮ କୋଟି ଟଙ୍କାର GST ଠକେଇ ଅଭିଯୋଗ

ରାଜ୍ୟରେ ୧୩  କରୋନା ରୋଗୀଙ୍କ ମୃତ୍ୟୁ

ଓଡ଼ିଶାରେ କରୋନା ସ୍ଥିତି: ଦିନକରେ ୧,୬୧୭ ପଜିଟିଭ୍‌ ଚିହ୍ନଟ

ନକଲି ସୁନା ଇଟା ଦେଇ ବ୍ୟବସାୟୀଙ୍କଠୁ ଲୁଟିନେଲେ ୫ ଲକ୍ଷ

ଘୁଞ୍ଚିଲା ଓଡ଼ିଶା ସିଭିଲ୍‌ ସର୍ଭିସ-୨୦୧୯ର ମୁଖ୍ୟ ଲିଖିତ ପରୀକ୍ଷା

ମାମୁଙ୍କୁ ହତ୍ୟା କରି ପୋଖରୀରେ ଫିଙ୍ଗି ଦେଲେ ଭଣଜା

କୂଅ ଭିତରୁ ମିଳିଲା ନିଖୋଜ ମା’ ଓ ପୁଅଙ୍କ ମୃତଦେହ

କେବେ ଖୋଲିବ ମନ୍ଦିର? ଦ୍ୱିତୀୟ ଥର ପାଇଁ ଘଣ୍ଟ ପିଟିଲେ ସେବାୟତ

You might also like