କ୍ଷୟକ୍ଷତି ଆକଳନ ପାଇଁ ଆସିଥିବା ଆର୍‌ଆଇଙ୍କୁ ମାଡ଼ ଅଭିଯୋଗ

ଯାଜପୁର(ଗୁଲାମ୍‌ ଗସ୍‌): ଫୋନି କ୍ଷୟକ୍ଷତିର ଆକଳନ କରିବାକୁ ଆସିଥିବା ରାଜସ୍ୱ ନିରୀକ୍ଷକ(ଆର୍‌ଆଇ) ଓ ତାଙ୍କ ସହଯୋଗୀଙ୍କୁ ମାଡ଼ ମରାଯାଇଥିବା ଅଭିଯୋଗ ହୋଇଛି।

ଯାଜପୁର ଜିଲ୍ଲାର ବିଂଝାରପୁର ତହସିଲର ପ୍ରୀତିପୁର ଗାଁକୁ ଫୋନି କ୍ଷୟକ୍ଷତିର ଆକଳନ କରିବାକୁ ଯାଇଥିବା ବେଳେ ରାଜସ୍ୱ ନିରୀକ୍ଷକଙ୍କୁ କିଛି ମହିଳା ଗାଳି ଗୁଲଜ କରିଥିବା ଅଭିଯୋଗ ହୋଇଛି। ଏଥିସହ ରାଜସ୍ୱ ନିରୀକ୍ଷକଙ୍କ ସହ ଯାଇଥିବା ଜଣେ କର୍ମଚାରୀଙ୍କୁ ଦୁର୍ବୃତ୍ତମାନେ ଆକ୍ରମଣ କରିବା ସହ ଗଛରେ ବାନ୍ଧି ଦେଇଥିଲେ।

ଏହି ଘଟଣା ସମ୍ପର୍କରେ ଆର୍‌ଆଇ ସଂଘ ପକ୍ଷରୁ ଯାଜପୁର ଜିଲ୍ଲାପାଳଙ୍କୁ ଭେଟି ତୁରନ୍ତ କାର୍ଯ୍ୟାନୁଷ୍ଠାନ ପାଇଁ ପାଇଁ ଦାବି କରାଯାଇଛି।

ଅନ୍ୟପକ୍ଷେ, ‘ଫୋନି’ କ୍ଷୟକ୍ଷତିର ଆକଳନ ସମୟରେ ସୁରକ୍ଷା ଯୋଗାଇ ଦିଆଯିବ ସହ ଅଭିଯୁକ୍ତଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଜିଲ୍ଲାପାଳ ପ୍ରତିଶ୍ରୁତି ଦେଇଛନ୍ତି।

ଆହୁରି ପଢ଼ନ୍ତୁ

ଭୁବନେଶ୍ୱରରୁ ୩୧୭ ପଜିଟିଭ ଚିହ୍ନଟ, ୨୫୫ ଲୋକାଲ କେସ୍

ପୂରଣ ହେଲା ସ୍ୱାଭିମାନ ଅଞ୍ଚଳବାସୀଙ୍କ ଆଶା

ଆଜିଠୁ ଓଡ଼ିଶାର ଏହି ସହର ୭ ଦିନ ସଟ୍‌ଡାଉନ୍‌

ବିଶ୍ୱ ପର୍ଯ୍ୟଟନ ଦିବସରେ କୋଣାର୍କକୁ ଗଡ଼ିଲା ‘ମୋ ବସ୍’

ଓଡ଼ିଶାରେ କୋଭିଡ୍‌ ପରିଚାଳନାକୁ ନେଇ ପ୍ରଶ୍ନ ଉଠାଇଲେ ବିଜେଡି ବିଧାୟକ

ଦିନକରେ ଓଡ଼ିଶାରେ ୧୪ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଓଡ଼ିଶାରେ କରୋନା ସ୍ଥିତି: ୨୪ ଘଣ୍ଟାରେ ଚିହ୍ନଟ ହେଲେ ୩,୯୨୨ ପଜିଟିଭ୍‌

ଅକ୍ଟୋବରରୁ ଓଡ଼ିଶାର ସମସ୍ତ ପର୍ଯ୍ୟଟନସ୍ଥଳୀ ଖୋଲିବାକୁ ଯୋଜନା

ସମ୍ପର୍କୀୟଙ୍କ ସହ ମିଶି ପତ୍ନୀଙ୍କୁ ମାଡ଼ ମାରିଲେ ଡେପୁଟି କଲେକ୍ଟର

JEE Advanced 2020: କୋଭିଡ୍‌ ଗାଇଡ୍‌ଲାଇନ୍ସ ପାଳନ କରି ହେବ ପରୀକ୍ଷା

ଗ୍ୟାସ ସିଲିଣ୍ଡର ସଜାଡ଼ୁଥିବା ବେଳେ ହଠାତ୍ ଲାଗିଲା ନିଆଁ; ୬ ଗୁରୁତର

ବିଧାନସଭା ଅଧିବେଶନରେ ସରକାରଙ୍କୁ ଘେରିବାକୁ ବିଜେପିର ରଣନୀତି

You might also like