ବାପ ପୁଅଙ୍କୁ ମରଣାନ୍ତକ ଆକ୍ରମଣ, ଖଣ୍ଡାରେ ହାଣିଲେ ଦୁର୍ବୃତ୍ତ

ଭୁବନେଶ୍ୱର : ରାଜଧାନୀରେ ଦିନ ଦ୍ୱିପ୍ରହରରେ ବାପ ପୁଅଙ୍କୁ ମରଣାନ୍ତକ ଆକ୍ରମଣ। ଭୁବନେଶ୍ୱର ଭରତପୁରରେ ଏକ ବାଇକ୍‌ରେ ଆସି ୪ଜଣ ଦୁର୍ବୃତ୍ତ ଦୋକାନୀ ବାପପୁଅଙ୍କୁ ଆକ୍ରମଣ କରିଛନ୍ତି।

ମିଳିଥିବା ସୂଚନା ମୁତାବକ, ଦୁର୍ବୃତ୍ତମାନେ ଦୋକାନରେ ବସିଥିବା ବାପପୁଅଙ୍କୁ ଖଣ୍ଡାରେ ହାଣିଥିଲେ। ଏହାପରେ ଆହତ ବାପପୁଅ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ତେବେ କଣ ପାଇଁ ଆକ୍ରମଣ କଲେ ଏହି ଦୁର୍ବୃତ୍ତମାନେ, ସେନେଇ ଖଣ୍ଡଗିରି ପୁଲିସ ତଦନ୍ତ ଚଳାଇଛି।

ଆହୁରି ପଢ଼ନ୍ତୁ

ଡିନାମାଇଟ୍‌ ଦେଇ ନଦୀବନ୍ଧ ଉଡାଇବା ଅଭିଯୋଗ; ବିଧାୟକଙ୍କ ସମେତ ୬ ଜଣଙ୍କୁ ନୋଟିସ୍‌ କଲେ ଲୋକାୟୁକ୍ତ

ବିଜୁଳି ଦର ବୃଦ୍ଧି ପ୍ରତିବାଦ: ଆଜି ୧୫ ମିନିଟ୍‌ ପାଇଁ ଲାଇଟ୍‌ ବନ୍ଦ କରିବାକୁ ଆହ୍ୱାନ

କରୋନାରୁ ସୁସ୍ଥ ହେବାପରେ କ’ଣ କରିବେ?

୪୩.୫% କମିଛି ଦୁର୍ଘଟଣାଜନିତ ମୃତ୍ୟୁ ସଂଖ୍ୟା

ଆଜି ଅବପାତର ରୂପ ନେଇପାରେ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ

ଇଞ୍ଜିନିୟର ଏବେ ଦିନ ମଜୁରିଆ; କୋଦାଳ ଧରି ମାଟି ବୋହିଲେ

ଜେଲ୍ ଗଲେ ସହକାରୀ ନିର୍ବାହୀ ଯନ୍ତ୍ରୀ ରବୀନ୍ଦ୍ର ପ୍ରଧାନ; ଆୟର ୨୪୧% ଥିଲା ବେଆଇନ

କୋଭିଡ୍‌-୧୯ ସୁସ୍ଥ ହେବା ପରେ କ’ଣ କରିବେ, ପରାମର୍ଶ ଦେଲା ସ୍ୱାସ୍ଥ୍ୟ ବିଭାଗ

କରୋନାରୁ ସୁସ୍ଥ ହେଲେ ୨୭୧୬ ଜଣ ଆକ୍ରାନ୍ତ

ରକ୍ତମୁଖା ପଡ଼ୋଶୀର ବିଭତ୍ସ କାଣ୍ଡ; ରକ୍ତରେ ଭିଜିଲା ଘର ଓ ଜମି

ଆସନ୍ତାକାଲି ସନ୍ଧ୍ୟା ୬ଟାରୁ ୬ଟା ୧୫ ମିନିଟ୍‌ ଯାଏଁ ବିଜୁଳି ନଜାଳିବାକୁ ଆହ୍ୱାନ

ଭାଙ୍ଗିଯାଇଛି ପୋଲ, ସମସ୍ୟାରେ ୬ଟି ଗାଁ

You might also like