ସୀମା ଭିତରକୁ ଆସିବାର ଗଳାବାଟ ଆମ୍ୱୁଲାନ୍ସ!

ଭୁବନେଶ୍ୱର: କରୋନା ଲକଡାଉନ ବେଳେ ଆମ୍ବୁଲାନ୍ସ ଜରିଆରେ ପଡ଼ୋଶୀ ରାଜ୍ୟରୁ ଆମ ରାଜ୍ୟ ମଧ୍ୟକୁ ଅନେକ ପଶିଆସିଛନ୍ତି। ପ୍ରେସମିଟରେ ଏଭଳି ସୂଚନା ଦେଇଛନ୍ତି କୋଭିଡ-୧୯ ମୁକାବିଲା କମିଟି ମୁଖ୍ୟ ମୁଖପାତ୍ର ସୁବ୍ରତ ବାଗଚୀ। ଉଦାହରଣ ଭାବେ ସୀମାରେ ଥିବା ଏକ ଚେକଗେଟ୍‌ରେ ଏକ ଆମ୍ବଲାନ୍ସରେ କିଭଳି ଆସୁଥିଲେ ଜଣେ ବ୍ୟକ୍ତି ତାହା ବଖାଣିଥିଲେ।

ଜଣେ ବ୍ୟକ୍ତି ତାଙ୍କ ଗର୍ଭବତୀ ବୋହୂ ଓ ପୁଅକୁ ଆଣି ଆସୁଥିଲେ।  ଆମ୍ବୁଲାନ୍ସରେ ଲୁଚାଛପା ଭାବେ ଆସିବା ବେଳେ ସେମାନେ ଧରାପଡ଼ିଥିଲେ। ଏଭଳି ଅନେକ ଲୋକ ଆମ୍ବୁଲାନ୍ସର ଅସଦ୍ ବ୍ୟବହାର କରିଥାଇପାରନ୍ତି। ଏହାଦ୍ୱାରା ପ୍ରକୃତରେ ରୋଗୀ ଆଣି ଆସୁଥିବା ଆମ୍ବୁଲାନ୍ସ କ୍ଷେତ୍ରରେ ଅସୁବିଧା ସୃଷ୍ଟି ହୋଇଛି।

ଆହୁରି ପଢ଼ନ୍ତୁ

ଦିନକରେ ଓଡ଼ିଶାରେ ଆଖି ବୁଜିଲେ ୧୫ କରୋନା ଆକ୍ରାନ୍ତ

୨୪ ଘଣ୍ଟାରେ ୪,୨୦୮ ପଜିଟିଭ୍‌ ଚିହ୍ନଟ, ଓଡ଼ିଶାରେ ୨ ଲକ୍ଷ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

୧,୭୦୯ ଜଣ ପୋଲିସ୍ କର୍ମଚାରୀଙ୍କୁ ଦିଆଯିବ ‘ଆନ୍ତରିକ ସୁରକ୍ଷା ସେବା ପଦକ’

ଆଜିଠୁ ଏହି ଜିଲ୍ଲାରେ ୧୫ଦିନ ଯାଏ ରାସ୍ତାକଡ଼ ଫାଷ୍ଟଫୁଡ୍‌ ଦୋକାନ ବନ୍ଦ

ଆଜି ରାଜ୍ୟରେ ସୁସ୍ଥ ହେଲେ ୩୭୭୯ କରୋନା ଆକ୍ରାନ୍ତ

ଜୀବନକୁ ବାଜି ଲଗାଇ ଏମିତି କାମ କଲେ ଦୁଇ ଅଙ୍ଗନବାଡ଼ି କର୍ମୀ

‘କରୋନା ପାଇଁ ମନଇଚ୍ଛା ଔଷଧ ଖାଆନ୍ତୁନି, ନଚେତ୍…’

ଭୁବନେଶ୍ୱରରୁ ଆଜି ୩୪୯ କରୋନା ଆକ୍ରାନ୍ତ ଚିହ୍ନଟ

ମିଳିଲାନି କାନ୍ଧ, ଟ୍ରଲିରେ ଶ୍ମଶାନକୁ ଗଲା ମୃତଦେହ

ନଦୀରେ ପୋଲ ବ୍ୟବସ୍ଥା ନ କରି ବିକଳ୍ପ ହଟାଇ ଦେଲା ପ୍ରଶାସନ, ତାତିଲେ ଲୋକେ

ଭୁବନେଶ୍ୱର ନାବାଳିକା ଗଣଦୁଷ୍କର୍ମ ଅଭିଯୋଗ ମାମଲା: ପୋଲିସ୍‌ କମିଶନର କହିଲେ-ତଦନ୍ତ ଠିକ୍ ଭାବେ ଚାଲିଛି

ଓଡ଼ିଶାରୁ ସୁରତକୁ ଟ୍ରକ୍‌ରେ ଏମିତି ଚାଲାଣ ହେଉଥିଲା ଲକ୍ଷାଧିକ ଟଙ୍କାର ଗଞ୍ଜେଇ

You might also like