ପଦ୍ମଶ୍ରୀ ଲାଗି ମନୋନୀତ ଗୀତାଙ୍କୁ ଟ୍ୱିଟ୍ କରି ଅଭିନନ୍ଦନ ଜଣାଇଲେ ବୈଜୟନ୍ତ ପଣ୍ଡା
ଭୁବନେଶ୍ୱର: ଚଳିତ ବର୍ଷ ବିଶିଷ୍ଠ ଲେଖିକା ପ୍ରବାସୀ ଭାରତୀୟ ଗୀତା ମେହେଟ୍ଟାଙ୍କୁ ମିଳିବ ପଦ୍ମଶ୍ରୀ ସମ୍ମାନ। ବିଶିଷ୍ଟ ଲେଖିକା ଗୀତା ମେହେଟ୍ଟା ହେଉଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ଝିଅ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଭଉଣୀ। ସାହିତ୍ୟ ଏବଂ ଶିକ୍ଷା କ୍ଷେତ୍ରରେ ଅବଦାନ ପାଇଁ ତାଙ୍କୁ ଏହି ସମ୍ମାନ ମିଳିବ। ବିଦେଶରେ ରହୁଥିବା ଗୀତା ‘କର୍ମା କୋଲା’ଏବଂ ‘ଏ ରିଭର ସୂତ୍ର’ଭଳି ଉପନ୍ୟାସ ପାଇଁ ପ୍ରସିଦ୍ଧି ହାସଲ କରିଛନ୍ତିା ପଦ୍ମଶ୍ରୀ ଲାଗି ମନୋନୀତ ଗୀତା ମେହେଟ୍ଟାଙ୍କୁ […]
ଭୁବନେଶ୍ୱର: ଚଳିତ ବର୍ଷ ବିଶିଷ୍ଠ ଲେଖିକା ପ୍ରବାସୀ ଭାରତୀୟ ଗୀତା ମେହେଟ୍ଟାଙ୍କୁ ମିଳିବ ପଦ୍ମଶ୍ରୀ ସମ୍ମାନ। ବିଶିଷ୍ଟ ଲେଖିକା ଗୀତା ମେହେଟ୍ଟା ହେଉଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ଝିଅ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଭଉଣୀ।
ସାହିତ୍ୟ ଏବଂ ଶିକ୍ଷା କ୍ଷେତ୍ରରେ ଅବଦାନ ପାଇଁ ତାଙ୍କୁ ଏହି ସମ୍ମାନ ମିଳିବ। ବିଦେଶରେ ରହୁଥିବା ଗୀତା ‘କର୍ମା କୋଲା’ଏବଂ ‘ଏ ରିଭର ସୂତ୍ର’ଭଳି ଉପନ୍ୟାସ ପାଇଁ ପ୍ରସିଦ୍ଧି ହାସଲ କରିଛନ୍ତିା
ପଦ୍ମଶ୍ରୀ ଲାଗି ମନୋନୀତ ଗୀତା ମେହେଟ୍ଟାଙ୍କୁ ଟ୍ୱିଟ୍ କରି ଅଭିନନ୍ଦନ ଜଣାଇଛନ୍ତି ପୂର୍ବତନ ସାଂସଦ ବୈଜୟନ୍ତ ପଣ୍ଡା।