କର୍ଣ୍ଣାଟକ ଗସ୍ତରେ ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା

ଭୁବନେଶ୍ୱର: ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା କର୍ଣ୍ଣାଟକ ଗସ୍ତରେ ଯାଇ ଆଜି ତୁମାକୁରୁ ଜିଲ୍ଲାର ବହୁ ବିଶିଷ୍ଟ ବ୍ୟକ୍ତିଙ୍କୁ ଭେଟିଛନ୍ତି।  ସେଠାରେ ଅୟୋଜିତ ଏକ ସଭାରେ ଶ୍ରୀ ପଣ୍ଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ତେବେ ତା ପୂର୍ବରୁ ସେ ତୁମାକୁର ସିଦ୍ଧଗଙ୍ଗା ମଠକୁ ଯାଇଛନ୍ତି।  ସେଠାରେ ସେ ସିଦ୍ଧଲିଙ୍ଗ ମହା ସ୍ୱାମୀଜୀଙ୍କୁ ଭେଟି ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଛନ୍ତି।

ଏହି ଅବସରରେ ଶ୍ରୀ ପଣ୍ଡା ଦିବଂଗତ ଶିବକୁମାର  ସ୍ୱାମୀଜୀଙ୍କ ସମାଧିରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି।  ଏହାପରେ ସେ ଅପରାହ୍ଣରେ ‘ଓ୍ୱାନ ନେଶନ ଓ୍ୱାନ କନଷ୍ଟିଚ୍ୟୁସନ’ ପ୍ରସଙ୍ଗରେ ହେବାକୁ ଥିବା ଆଲୋଚନାରେ ଭାଗ ନେବେ ।

ସିଦ୍ଧଗଙ୍ଗା ଫାର୍ମା କଲେଜ ଅଡିଟୋରିୟମରେ ଏହି କାର୍ଯ୍ୟକ୍ରମର ଆୟୋଜନ ହେବ। ଧାରା ୩୭୦ ହଟିବା ପରେ ଏହି ପ୍ରସଙ୍ଗରେ ଦେଶର ସବୁ ସମାଜର ଲୋକଙ୍କୁ ଅବଗତ କରି ସମର୍ଥନ ହାସଲ ପାଇଁ ବିଜେପି ପକ୍ଷରୁ ସାରା ଦେଶରେ ଏଭଳି କାର୍ଯ୍ୟକ୍ରମର ଆୟୋଜନ କରାଯାଉଛି ।

ଆହୁରି ପଢ଼ନ୍ତୁ

ବଦଳିବ ଭୁବନେଶ୍ୱର ମାନଚିତ୍ରର ରୂପରେଖ, ୩ଟି ଜୋନକୁ ନେଇ ହେବ ଐତିହ୍ୟ ଜିଲ୍ଲା

ଭୁବନେଶ୍ୱର ନାବାଳିକା ନିର୍ଯାତନା ଅଭିଯୋଗ ମାମଲାରେ ବାଟବଣା ହେଉଛି କି ତଦନ୍ତ?

ରାଜ୍ୟର ସବୁ କୋଭିଡ୍‌ ହସ୍ପିଟାଲରେ ହେଲ୍‌ପ ଡେସ୍କ ବାଧ୍ୟତାମୂଳକ

ଦିନକରେ ୩୮୩୪ କରୋନା ଆକ୍ରାନ୍ତ ହେଲେ ସୁସ୍ଥ

କରୋନା ଆକ୍ରାନ୍ତ ଗର୍ଭବତୀ କେମିତି ନେବେ ଯତ୍ନ? ପରାମର୍ଶ ଦେଲେ ବିଶେଷଜ୍ଞ

ନିଜ କର୍ମଚାରୀଙ୍କୁ ଚିହ୍ନଟ କରିପାରୁନି କି ପୋଲିସ?

ପୁଣିଥରେ ମହିଳା କମିଶନଙ୍କ ନିକଟରେ ହାଜର ହେବା ପାଇଁ ଓଟିଭି ଏମଡିଙ୍କୁ ସମନ

ଭୁବନେଶ୍ୱରରେ କମୁଛି ଆକ୍ରାନ୍ତଙ୍କ ସଂଖ୍ୟା, ଆଜି ୩୪୫ ପଜିଟିଭ୍ ଚିହ୍ନଟ

ଏଥର କେମିତି ବସିବ ବିଧାନସଭାର ମୌସୁମୀ ଅଧିବେଶନ, ଜାଣନ୍ତୁ

+୨ ନାମ ଲେଖା ଅବଧି ବଢ଼ିଲା

ଚାହୁଁ ଚାହୁଁ ଜଳିଗଲା ଚଳନ୍ତା କାର୍

ଘରୁ ମିଳିଲା ନାବାଳିକାର ଅର୍ଦ୍ଧଦଗ୍ଧ ମୃତଦେହ

You might also like