ଆଡଭାନୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ବୈଜୟନ୍ତ

ଭୁବନେଶ୍ୱର: ବରିଷ୍ଠ ବିଜେପି ନେତା ଲାଲକୃଷ୍ଣ ଆଡଭାନୀଙ୍କର ଆଜି ଜନ୍ମଦିନ । ତାଙ୍କ ଜନ୍ମଦିନ ଅବସରରେ ବିଜେପି ରାଷ୍ଟ୍ରୀୟ ଉପସଭାପତି ବୈଜୟନ୍ତ ପଣ୍ଡା ଶୁଭେଚ୍ଛା ଜଣାଇଛନ୍ତି ।

ବୈଜୟନ୍ତ ଆଜି ସକାଳେ ଆଡ଼ଭାନୀଙ୍କ ବାସଭବନକୁ ଯାଇ ଜନ୍ମଦିନର ଶୁଭେଛା ଜଣାଇଥିଲେ। ଏଥିସହ  ଟ୍ୱିଟ୍ କରି ଶୁଭେଚ୍ଛା ବାର୍ତ୍ତା ଜଣାଇଛନ୍ତି। ଆଡଭାନୀ ଜଣେ ସ୍ନେହୀ, ପ୍ରେରଣାଦାୟୀ ବ୍ୟକ୍ତିତ୍ୱ ବୋଲି ବୈଜୟନ୍ତ ଟ୍ୱିଟ କରି କହିବା ସହ ତାଙ୍କର ଦୀର୍ଘାୟୁ କାମନା କରିଛନ୍ତି ।

You might also like