ବାଲେଶ୍ୱର ନିଳିଆବାଗ୍ କଣ୍ଟେନମେଣ୍ଟ ଜୋନ୍ ଅବଧି ଆଉ ୭ଦିନ ବଢ଼ିଲା

ବାଲେଶ୍ୱର: ବାଲେଶ୍ୱର ସହରର ନିଳିଆବାଗ୍ କଣ୍ଟେନମେଣ୍ଟ ଜୋନ୍ କୁ ଆହୁରି ୭ଦିନ ପାଇଁ ବୃଦ୍ଧି କରିଛନ୍ତି ଜିଲ୍ଲାପାଳ।

୨ ତାରିଖ ମଧ୍ୟରାତ୍ରିରେ ଏହା ଶେଷ ହେବାକୁ ଥିବାବେଳେ ଏହାକୁ ଆସନ୍ତା ୯ ତାରିଖ ଯାଏ ବୃଦ୍ଧି କରାଯାଇଛି।

ପୂର୍ବରୁ ୧୪ ଦିନ ପାଇଁ କଣ୍ଟେନମେଣ୍ଟ ଜୋନ୍ ଭାବେ ଘୋଷଣା କରାଯାଇଥିଲା। ତେବେ ଏହି ଅଂଚଳରେ ଆହୁରି କୋଭିଡ୍-୧୯ ସଂକ୍ରମିତ ଥିବାରୁ କଣ୍ଟେନମେଣ୍ଟ ଅବଧି ବଢ଼ାଯାଇଛି।

ସେପଟେ ଏନେଇ ନିଳିଆବାଗ ଅଂଚଳରେ ଲୋକଙ୍କ ଭିତରେ ଅସନ୍ତୋଷ ଦେଖିବାକୁ ମିଳିଛି। ଆବଶ୍ୟକ ସାମଗ୍ରୀ ମିଳୁନଥିବା ଅଭିଯୋଗ କରିଛନ୍ତି ଲୋକେ।

ଆହୁରି ପଢ଼ନ୍ତୁ

ବିଶ୍ୱ ପର୍ଯ୍ୟଟନ ଦିବସରେ କୋଣାର୍କକୁ ଗଡ଼ିଲା ‘ମୋ ବସ୍’

ଓଡ଼ିଶାରେ କୋଭିଡ୍‌ ପରିଚାଳନାକୁ ନେଇ ପ୍ରଶ୍ନ ଉଠାଇଲେ ବିଜେଡି ବିଧାୟକ

ଦିନକରେ ଓଡ଼ିଶାରେ ୧୪ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଓଡ଼ିଶାରେ କରୋନା ସ୍ଥିତି: ୨୪ ଘଣ୍ଟାରେ ଚିହ୍ନଟ ହେଲେ ୩,୯୨୨ ପଜିଟିଭ୍‌

ଅକ୍ଟୋବରରୁ ଓଡ଼ିଶାର ସମସ୍ତ ପର୍ଯ୍ୟଟନସ୍ଥଳୀ ଖୋଲିବାକୁ ଯୋଜନା

ସମ୍ପର୍କୀୟଙ୍କ ସହ ମିଶି ପତ୍ନୀଙ୍କୁ ମାଡ଼ ମାରିଲେ ଡେପୁଟି କଲେକ୍ଟର

JEE Advanced 2020: କୋଭିଡ୍‌ ଗାଇଡ୍‌ଲାଇନ୍ସ ପାଳନ କରି ହେବ ପରୀକ୍ଷା

ଗ୍ୟାସ ସିଲିଣ୍ଡର ସଜାଡ଼ୁଥିବା ବେଳେ ହଠାତ୍ ଲାଗିଲା ନିଆଁ; ୬ ଗୁରୁତର

ବିଧାନସଭା ଅଧିବେଶନରେ ସରକାରଙ୍କୁ ଘେରିବାକୁ ବିଜେପିର ରଣନୀତି

ସୁସ୍ଥ ହେଲେ ୪୭୬୧ କରୋନା ଆକ୍ରାନ୍ତ

ରାଜନେତାଙ୍କ ଅପରାଧିକ ମାମଲାର ତଥ୍ୟ ଦିଅ: ହାଇକୋର୍ଟ

ଭୁବନେଶ୍ୱର ମହାନଗର ଅଞ୍ଚଳରୁ ଆଉ ୩୧୯ ପଜିଟିଭ୍ ଚିହ୍ନଟ

You might also like