ଉପନିର୍ବାଚନ ପୂର୍ବରୁ ବିଜେଡିକୁ ଝଟ୍‌କା

ବାଲେଶ୍ୱର: ଉପନିର୍ବାଚନ ପୂର୍ବରୁ ବିଜେଡିକୁ ଝଟ୍‌କା ଲାଗିଛି। ଶଙ୍ଖ ଛାଡ଼ି ପଦ୍ନ ହାତ ଧରିଛନ୍ତି ବିଜେଡିର ପୂର୍ବତନ ନେତା। ବାଲେଶ୍ୱର ସଦର ବ୍ଲକ ଚେୟାରମ୍ୟାନ ନାରାୟଣ ଚନ୍ଦ୍ର ପ୍ରଧାନ ବିଜେଡି ଛାଡ଼ିଛନ୍ତି।  ନାରାୟଣ ବିଜେଡିର ସଦର ବ୍ଲକ ଅଧ୍ୟକ୍ଷ ଭାବେ କାର୍ଯ୍ୟ କରୁଥିଲେ। ତାଙ୍କ ସହ ୧୮ଟି ପଞ୍ଚାୟତର ସମିତି ସଭ୍ୟ ଓ ସରପଞ୍ଚ ଥିବା ସେ କହିଛନ୍ତି।

ତେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆଦର୍ଶରେ ଅନୁପ୍ରାଣିତ ହୋଇ ସେ ବିଜେଡି ଛାଡ଼ି ବିଜେପିରେ ଯୋଗଦେଇଥିବା କହିଛନ୍ତି ନାରାୟଣ। ଆଗାମୀ ଦିନରେ ବିଜେପି ଯାହା ଦାୟିତ୍ୱ ଦେବ କରିବି ବୋଲି ନାରାୟଣ କହିଛନ୍ତି। ସୂଚନା ଥାଉକି, ନଭେମ୍ବର ୩ ତାରିଖରେ ବାଲେଶ୍ୱର ଆସନ ପାଇଁ ଉପନିର୍ବାଚନ ହେବ।

ଆହୁରି ପଢ଼ନ୍ତୁ

ତୀର ମାଡ଼ରେ ଯୁବକଙ୍କ ମୃତ୍ୟୁ

ପିଜି ପ୍ରବେଶିକା ପରୀକ୍ଷାର ସମୟସାମା ଦୃଦ୍ଧି କଲା ଉଚ୍ଚଶିକ୍ଷା ବିଭାଗ

ସନ୍ଦିଗ୍ଧ ଆତଙ୍କୀ ଲିଙ୍କରେ ଭୁବନେଶ୍ୱରରୁ ଜଣକୁ ଉଠାଇ ନେଲା NIA

ପୋଖରୀରେ ବୁଡ଼ିଗଲେ ଦୁଇ ଭଉଣୀ

ଭଡ଼ା ଘରୁ ମିଳିଲା ଇଞ୍ଜିନିୟରିଂ କଲେଜ ପ୍ରଫେସରଙ୍କ ମୃତଦେହ

ଆଡ଼ ଆଖିରେ ଚାହିଁଲେନି ଭାଇବନ୍ଧୁ, ରାସ୍ତା ଉପରେ ଶୁଆଇ ସହାୟତା ଦାବି କଲେ ଗାଁଲୋକ

୨୪ ଘଣ୍ଟାରେ ଆଖି ବୁଜିଲେ ୧୩ କରୋନା ରୋଗୀ

ଓଡ଼ିଶାରେ ସୁଧୁରୁଛି କରୋନା ସ୍ଥିତି: ୨୪ ଘଣ୍ଟାରେ ୧,୯୩୧ ପଜିଟିଭ୍‌ ଚିହ୍ନଟ

୪୮ ଘଣ୍ଟାରେ ଅବପାତର ରୂପ ନେଇପାରେ ଲଘୁଚାପ

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଦିବ୍ୟାଙ୍ଗ ବାଳିକା

ଲଘୁଚାପ ପ୍ରଭାବରେ ପ୍ରବଳ ବର୍ଷା ସମ୍ଭାବନା, ୭ ଜିଲ୍ଲାକୁ ୱାର୍ଣ୍ଣିଂ

ସ୍ୱାଭିମାନ ଅଞ୍ଚଳରେ ମୁଣ୍ଡ ଗଡ଼ାଇଲେ ମାଓବାଦୀ

You might also like