ଓଡ଼ିଶା ସରକାରଙ୍କ ପୂଜା ଗାଇଡଲାଇନ୍ସକୁ ଚ୍ୟାଲେଞ୍ଜ କରି ହାଇକୋର୍ଟରେ ମାମଲା

କଟକ: ଆଗକୁ ଅନୁଷ୍ଠିତ ହେବାକୁ ଥିବା ଦୁର୍ଗା ପୂଜା, କାଳୀ ପୂଜା, ଲକ୍ଷ୍ମୀ ପୂଜା ପାଇଁ ଓଡ଼ିଶା ସରକାର ଜାରି କରିଥିବା ଗାଇଡଲାଇନ୍ସକୁ ଚ୍ୟାଲେଞ୍ଜ କରି କଟକ ବାଲୁବଜାର ପୂଜା କମିଟି ପକ୍ଷରୁ ହାଇକୋର୍ଟରେ ମାମଲା ଦାୟର ହୋଇଛି।

ମୂର୍ତ୍ତିର ଉଚ୍ଚତା ଓ ଆବଦ୍ଧ ମଣ୍ଡପକୁ ଚ୍ୟାଲେଞ୍ଜ କରି ଏହି ମାମଲା ଦାୟର କରାଯାଇଛି। ମୂର୍ତ୍ତିର ଉଚ୍ଚତା ୪ ଫୁଟ ରଖିବାକୁ ସରକାର ଗାଇଡଲାଇନ ଜାରି କରିଛନ୍ତି। ସେହିପରି ମଣ୍ଡପର ୩ ପାର୍ଶ୍ୱ ସଂପୂର୍ଣ୍ଣ ଓ ଚତୁର୍ଥ ପାର୍ଶ୍ୱ ଆଂଶିକ ବନ୍ଦ ରଖିବାକୁ ନିର୍ଦ୍ଦେଶ ରହିଛି।

ପଢ଼ନ୍ତୁ: ପୂଜା ପାଇଁ ଗାଇଡଲାଇନ୍ସ ଜାରି କଲେ ଓଡ଼ିଶା ସରକାର

ଜାରି ହୋଇଥିବା ଗାଇଡଲାଇନ୍ସକୁ ଯେଉଁମାନେ ଭଙ୍ଗ କରିବେ ସେମାନଙ୍କ ବିରୋଧରେ ବିପର୍ଯ୍ୟୟ ପରିଚାଳନା ଆଇନ୍‌, ଏପିଡେମିକ ଆକ୍ଟ ଅନୁସାରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ମଧ୍ୟ କୁହାଯାଇଛି।

ଆହୁରି ପଢ଼ନ୍ତୁ

କୋଭିଡ-୧୯ ପରିଚାଳନା ନେଇ ସରକାରଙ୍କୁ ବିରୋଧୀଙ୍କ ଟାର୍ଗେଟ୍

ମା’ ଦୁର୍ଗାଙ୍କ ମୂର୍ତ୍ତି ଉଚ୍ଚତା କେତେ ହେବ ? ଶୁଣାଣି ୯କୁ ଘୁଞ୍ଚିଲା

ଲଘୁଚାପ ସମ୍ଭାବନା; ଏହି ସବୁ ଜିଲ୍ଲା ପାଇଁ ରହିଛି ସତର୍କ ସୂଚନା

ବ୍ରହ୍ମୋସ୍‌ର ସଫଳ ପରୀକ୍ଷଣ

୨୪ ଘଣ୍ଟାରେ ଓଡ଼ିଶାରେ ଆଖି ବୁଜିଲେ ୧୪ କରୋନା ରୋଗୀ

ଦିନକରେ ଓଡ଼ିଶାରେ ୩,୪୪୩ କରୋନା ପଜିଟିଭ୍‌ ଚିହ୍ନଟ, ଲୋକାଲ୍‌ କେସ୍‌ କେବଳ ୧,୪୨୬

ସରପଞ୍ଚ ଗଣିବେ ଲକ୍ଷେ ଟଙ୍କା ଫାଇନ୍‌

ପର୍ବତାରୋହୀ ଯୋଗବ୍ୟାସ ଭୋଇଙ୍କ ଉପରକୁ ଆକ୍ରମଣ

ପରଲୋକରେ ‘ଜହ୍ନମାମୁଁ’ ପତ୍ରିକାର ପ୍ରସିଦ୍ଧ କାର୍ଟୁନିଷ୍ଟ କେ.ସି ଶିବଶଙ୍କର

ପାନ ଖାଇ ଶ୍ରୀମନ୍ଦିରକୁ ଯାଇପାରିବେନି; ଧରା ପଡ଼ିଲେ ଗଣିବେ ଫାଇନ୍‌

ଗାନ୍ଧି ଜୟନ୍ତୀରୁ ବିଜେଡିର କୋଭିଡ୍ ମହାମାରୀ ସଚେତନତା ଅଭିଯାନ

ବିଜୁଳି ଦର ବୃଦ୍ଧି ନେଇ ସରକାରଙ୍କୁ କଂଗ୍ରେସର ଟାର୍ଗେଟ୍‌

You might also like