ବ୍ୟାଙ୍କ୍ରେ କଳାକନା ବୁଲାଇଲେ ଦୁର୍ବୃତ୍ତ
କୁଚିଣ୍ଡା : ବ୍ୟାଙ୍କ୍ରେ କଳାକନା ବୁଲାଇଲେ ଦୁର୍ବୃତ୍ତ। କୁଚିଣ୍ଡାରେ ଯମନକିରା ଅାନ୍ଧ୍ର ବ୍ୟାଙ୍କ୍ରୁ ବନ୍ଧୁକ ମୁନରେ ୧୦ ଲକ୍ଷ ୯୩ ହଜାର ଲୁଟ୍ ହୋଇଥିବା ସୂଚନା ମିଳିଛି। ବ୍ୟାଙ୍କ୍ର ୩ କର୍ମଚାରୀ ଓ ଗ୍ରାହକଙ୍କୁ ଧମକାଇ ଲୁଟ୍ କରିଥିବାବେଳେ CCTV ହାର୍ଡ଼ଡିସ୍କ ବି ନେଇଯାଇଛନ୍ତି ଦୁର୍ବୃତ୍ତ।
ଆହୁରି ପଢ଼ନ୍ତୁ
କଳା ପଲସରରେ ୩ ଜଣ ମୁଖା ପିନ୍ଧା ଦୁର୍ବୃତ୍ତ ଅାସି ଲୁଟିନେଇଥିବା ସୂଚନା ମିଳିଛି।