ପୂରା ପ୍ଲାନିଂରେ ଆସିଥିଲେ, ହେଲେ ଭୟଭୀତ ହୋଇ ଦୌଡ଼ି ପଳାଇଲେ

ଦେବଗଡ଼: ପୂରା ପ୍ଲାନିଂରେ ଆସିଥିଲେ ବ୍ୟାଙ୍କ୍‌ରୁ ଲୁଟ୍‌ କରିବା ପାଇଁ। ହେଲେ ସବୁକିଛି ଫସର ଫାଟିଗଲା। ସାଇରନ୍ ବାଜିବା ଯୋଗୁ ଭୟଭୀତ ହୋଇ ପଳାଇଥିଲେ ଲୁଟେରା। ଦେବଗଡ଼ ଜିଲ୍ଲାରେ ଏଭଳି ଏକ ଲୁଟ୍‌ ଉଦ୍ୟମ ଘଟଣା ସାମ୍ନାକୁ ଆସିଛି।

ସୂଚନା ଅନୁସାରେ, ଗତକାଲି ବିଳମ୍ବିତ ରାତିରେ ଦୁର୍ବୃତ୍ତମାନେ ବଳମ ସ୍ଥିତ ଉତ୍କଳ ଗ୍ରାମ୍ୟବ୍ୟାଙ୍କ ଶାଖାରେ ଲୁଟ୍‌ ପାଇଁ ତାଲା ଭାଙ୍ଗି ବ୍ୟାଙ୍କ ଭିତରକୁ ପଶିଥିଲେ। ଏହାପରେ ଷ୍ଟ୍ରଙ୍ଗରୁମ୍ ଭାଙ୍ଗିବାକୁ ଚେଷ୍ଟା କରିଥିଲେ। କିନ୍ତୁ ହଠାତ୍ ସାଇରନ୍‌ ବାଜିବାରୁ ଲୁଟେରାମାନେ ଭୟଭୀତ ହୋଇ ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲେ।

ହେଲେ ପ୍ରମାଣ ନଷ୍ଟ ପାଇଁ ଦୁର୍ବୃତ୍ତମାନେ ବ୍ୟାଙ୍କର ସିସିଟିଭି ଭାଙ୍ଗି ଦେଇଛନ୍ତି।

ଖବର ପାଇ ବ୍ୟାଙ୍କ ଶାଖା ମ୍ୟାନେଜର ପୋଲିସ୍‌କୁ ଏସମ୍ପର୍କରେ ଜଣାଇଥିଲେ। ତେବେ ବ୍ୟାଙ୍କରୁ ଟଙ୍କା ଲୁଟ୍‌ ହୋଇ ନଥିବା ସୂଚନା ମିଳିଛି।

ଆହୁରି ପଢ଼ନ୍ତୁ

ଇଞ୍ଜିନିୟର ଏବେ ଦିନ ମଜୁରିଆ; କୋଦାଳ ଧରି ମାଟି ବୋହିଲେ

ଜେଲ୍ ଗଲେ ସହକାରୀ ନିର୍ବାହୀ ଯନ୍ତ୍ରୀ ରବୀନ୍ଦ୍ର ପ୍ରଧାନ; ଆୟର ୨୪୧% ଥିଲା ବେଆଇନ

କୋଭିଡ୍‌-୧୯ ସୁସ୍ଥ ହେବା ପରେ କ’ଣ କରିବେ, ପରାମର୍ଶ ଦେଲା ସ୍ୱାସ୍ଥ୍ୟ ବିଭାଗ

କରୋନାରୁ ସୁସ୍ଥ ହେଲେ ୨୭୧୬ ଜଣ ଆକ୍ରାନ୍ତ

ରକ୍ତମୁଖା ପଡ଼ୋଶୀର ବିଭତ୍ସ କାଣ୍ଡ; ରକ୍ତରେ ଭିଜିଲା ଘର ଓ ଜମି

ଆସନ୍ତାକାଲି ସନ୍ଧ୍ୟା ୬ଟାରୁ ୬ଟା ୧୫ ମିନିଟ୍‌ ଯାଏଁ ବିଜୁଳି ନଜାଳିବାକୁ ଆହ୍ୱାନ

ଭାଙ୍ଗିଯାଇଛି ପୋଲ, ସମସ୍ୟାରେ ୬ଟି ଗାଁ

ନିଲମ୍ବିତ ହେଲେ ଗୁଣପୁର ତହସିଲଦାର

ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ୱେଲ୍ ମାର୍କରେ ପରିଣତ

ପଥର ଖାଦାନରେ ଚାଲାଣକୁ ନେଇ ମୁହାଁମୁହିଁ ପେସା ଓ ସିପିଆଇଏମ୍

ବାଲେଶ୍ୱର ଉପନିର୍ବାଚନ: ଆକର୍ଷଣ ସାଜିଛନ୍ତି ୯୦ ବର୍ଷର ବେଣୁଧର

ଦଳୀୟ ନେତାଙ୍କୁ ଗୁରୁମନ୍ତ୍ର ଦେଲେ ଚେଲ୍ଲାକୁମାର

You might also like