ଆଜିଠୁ ଆରମ୍ଭ ହେଲା ବିଶ୍ୱପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା

ବରଗଡ଼ : ଉଦ୍‌ଘାଟିତ ହୋଇଛି ବିଶ୍ୱପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା। ଆଜି ଠାରୁ ୧୧ ଦିନ ଧରି ଚାଲିବ ମହାରାଜ କଂସଙ୍କ ରାଜୁତି। ଏଥିପାଇଁ ଚଳଚଞ୍ଚଳ ହୋଇଛି ବରଗଡ଼ ସହର।

ବରଗଡ଼ ମଥୁରାନଗରୀ ଏବଂ ଅମ୍ବାପାଲ୍ଲୀ ସାଜିଛି ଗୋପପୁର। ମଥୁରା ନଗରୀରେ ଚାଲିବ ମହାରାଜ କଂସଙ୍କ ରାଜୁତି ଏବଂ ଗୋପପୁର ଅମ୍ବାପାଲ୍ଲୀରେ ମଞ୍ଚସ୍ଥ ହେବ କୃଷ୍ଣଲୀଳା ମହୋତ୍ସବ। କମିଟିର ଅଧ୍ୟକ୍ଷ ତଥା ଜିଲ୍ଲାପାଳଙ୍କ ଉପସ୍ଥିତିରେ ସ୍ଥାନୀୟ ଜନପ୍ରତିନିଧି ଧନୁଯାତ୍ରାକୁ ଉଦଘାଟନ କରିଥିଲେ।

ଏହାପରେ ଦେବକୀ ବସୁଦେବଙ୍କ ବିବାହ, କଂସଙ୍କୁ ଦୈବବାଣୀ, ଉଗ୍ରସେନଙ୍କୁ ଗାଦିଚ୍ୟୁତ ଏବଂ କଂସଙ୍କ ସିଂହାସନ ଆରୋହଣ, ଦେବକୀ ଓ ବସୁଦେବଙ୍କୁ କାରାଗାର ପ୍ରେରଣ ଆଦି ମଞ୍ଚସ୍ଥ ହେବ।

ଆହୁରି ପଢ଼ନ୍ତୁ

ବିଜୁ ଯୁବ ବାହିନୀ ସଦସ୍ୟ ସାମ୍ବାଦିକାଙ୍କୁ ଦୁର୍ବ୍ୟବହାର କରିଥିବା ଅଭିଯୋଗ

ଭାଙ୍ଗିଲା ରକ୍ଷଣଶୀଳତାର ମଜବୁତ୍ ବାଡ଼; ଝିଅ କାନ୍ଧରେ ମଶାଣି ଗଲେ ବାପା

ପାଟକୁରା ବିଜେପି ପ୍ରାର୍ଥୀ ବିଜୟ ମହାପାତ୍ରଙ୍କ ବିରୋଧରେ ନକଲି ଭିଡିଓ ଭାଇରାଲ୍

କ୍ରୀଡ଼ାର ପ୍ରାଣ କେନ୍ଦ୍ର କୁହାଯାଉଥିବା ଓଡ଼ିଶାରେ ନାହିଁ କ୍ରୀଡ଼ା ନୀତି

ପ୍ରଶାନ୍ତଙ୍କ ଦୃଢ଼ ଇଛାଶକ୍ତି ଆଗରେ ହାର ମାନିଛି ଶାରିରୀକ ଅକ୍ଷମତା

ଧୋକା ଦେଲା ମୌସୁମୀ: ଶ୍ରାବଣ ମାସରେ ବିଲ ଫାଟି ଆଁ

ସାପ ସହ ଷ୍ଟଣ୍ଟ କରିବା ମହଙ୍ଗା ପଡ଼ିଲା

ବିଜେପି ସଦସ୍ୟତା ଅଭିଯାନ: ୧୦ ଲକ୍ଷ ଯୁବକଙ୍କୁ ଦଳରେ ସାମିଲ୍‌ କରିବାକୁ ଲକ୍ଷ୍ୟ

ପାଣି ପାଇଁ ତାତିଲେ ଲୋକେ

ପାଟକୁରା ନିର୍ବାଚନ: ସ୍ୱତନ୍ତ୍ର ସୁରକ୍ଷା ବ୍ୟବସ୍ଥା ଦାବି କଲା ବିଜେଡି

ଦୁର୍ବୃତ୍ତ ଝାମ୍ପିନେଲେ ସାଢ଼େ ୬ ଲକ୍ଷ ଟଙ୍କା

ରାଜ୍ୟଗୋଷ୍ଠୀ ଟେବୁଲ ଟେନିସ୍ ଚାମ୍ପିୟନସିପ୍ ; ଫାଇନାଲରେ ଭାରତୀୟ ପୁରୁଷ ଓ ମହିଳା ଟିମ୍

You might also like