ଆନ୍ଧ୍ରପ୍ରଦେଶ ଓ ଓଡ଼ିଶାକୁ ମୁହାଁଇବ ଆଣ୍ଡାମାନ ସାଗରରେ ସୃଷ୍ଟ ଲଘୁଚାପ !

ଭୁବନେଶ୍ୱର: ଆସନ୍ତା ୯ ତାରିଖରେ ଉତ୍ତର ଆଣ୍ଡାମାନ ସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି। ଏହା ଉତ୍ତର-ପଶ୍ଚିମ ଦିଗରେ ଗତି କରି ଉତ୍ତର ଆନ୍ଧ୍ରପ୍ରଦେଶ ଓ ଓଡ଼ିଶାକୁ ମୁହାଁଇବ। ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ପରବର୍ତ୍ତୀ ୨ରୁ ୩ ଦିନ ମଧ୍ୟରେ ଡିପ୍ରେସନରେ ପରିଣତ ହୋଇପାରେ।

ଏହାର ପ୍ରଭାବରେ ୧୧ରୁ ୧୩ ତାରିଖ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ହୋଇପାରେ।  ଏହାକୁ ଦୃଷ୍ଟିରେ ରଖି ସବୁ ଜିଲ୍ଲାର ଜିଲ୍ଲାପାଳଙ୍କୁ ସତର୍କ ନଜର ରଖିବାକୁ ସ୍ୱତନ୍ତ୍ର ରିଲିଫ କମିଶନରଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି।

ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଥିବା ଲଘୁଚାପ ପ୍ରଭାବରେ ରାଜ୍ୟରେ ଜାରି ରହିଛି ବର୍ଷା। ଆଜି ସକାଳ ୮ଟା ଯାଏଁ ୧୩ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଥିଲା।

ଆହୁରି ପଢ଼ନ୍ତୁ

ଓଡ଼ିଶାରେ କରୋନା ଟିକା ମାଗଣାରେ ଦିଆଯିବ କି? ରଣେନ୍ଦ୍ରଙ୍କ ପ୍ରଶ୍ନର ଜବାବ ରଖିଲା ବିଜେପି

ବିଶ୍ୱାସରେ ବିଷ ଦେଇଦେଲେ ସାଙ୍ଗ !

ଥାନା ଅଧିକାରିଣୀଙ୍କ ଶୁଭେଚ୍ଛା ବିଜ୍ଞାପନରେ ବିଧାୟକଙ୍କ ଫଟୋ ଓ ଦଳୀୟ ଚିହ୍ନ

‘ଓଡ଼ିଶା ଲୋକଙ୍କୁ ମାଗଣା ଟିକା ପାଇଁ କଥାଦେବାକୁ ପଛଘୁଞ୍ଚା କାହିଁକି?’

କୋରାପୁଟରେ ମାଓ ବିରୋଧୀ ପୋଷ୍ଟର

ରାସ୍ତାରୁ ଉଠୁ ନାହାନ୍ତି ମହିଳା

ବରମୁଣ୍ଡା ବ୍ରିଜ୍‌ ତଳୁ ମିଳିଲା ଯୁବକଙ୍କ କ୍ଷତାକ୍ତ ମୃତଦେହ

୨୯ରେ ଆଉ ଏକ ଲଘୁଚାପ ସୃଷ୍ଟି ସମ୍ଭାବନା

ଓଡ଼ିଶାରେ କରୋନା ସ୍ଥିତି: ଆଖି ବୁଜିଲେ ଆଉ ୧୬ କରୋନା ଆକ୍ରାନ୍ତ

ଦିନକରେ ଓଡ଼ିଶାରେ ୧,୬୩୩ କରୋନା ପଜିଟିଭ୍‌‌ ଚିହ୍ନଟ

ଟ୍ରକ୍‌କୁ ଧକ୍କା ଦେଲା ଟ୍ରକ୍‌, ଚାଲିଗଲା ୨ ଜୀବନ

ନିଖୋଜ ହୋଇଥିବା ବୀରମିତ୍ରପୁର ଥାନା ଦୁଷ୍କର୍ମ ପୀଡ଼ିତା ଉଦ୍ଧାର

You might also like