ରଥଯାତ୍ରାବେଳେ ବୟନିକା ମାସ୍କ ପିନ୍ଧିବେ ସେବାୟତ

ପୁରୀ: ଜଗନ୍ନାଥଙ୍କ ସେବାରେ ନିଜକୁ ସାମିଲ କରିଛି ବୟନିକା। କରୋନା ସଂକ୍ରମଣରୁ ବର୍ତ୍ତିବା ପାଇଁ  ଶ୍ରୀମନ୍ଦିର ସେବାୟତଙ୍କୁ ମାସ୍କ ବଣ୍ଟନ କରିବ ବୟନିକା । ସେବାୟତଙ୍କ ସୁରକ୍ଷା ପାଇଁ ଶ୍ରୀମନ୍ଦିର ପ୍ରଶାସନ ସମସ୍ତ ସେବାୟତଙ୍କୁ ମାସ୍କ ଯୋଗାଇ ଦେବାପାଇଁ ସ୍ଥିର କରିଛନ୍ତି । ଏଥିପାଇଁ ବୟନିକାକୁ ୫ହଜାର ମାସ୍କ ଯୋଗାଇ ଦେବାକୁ ଅନୁରୋଧ କରାଯାଇଛି।

ଶ୍ରୀମନ୍ଦିର ପ୍ରଶାସନର ଅନୁରୋଧ ପରେ ଆଜିଠାରୁ ବୟନିକା ପକ୍ଷରୁ ମାସ୍କ ପ୍ରସ୍ତୁତି ଆରମ୍ଭ ହୋଇଛି। ତିନି ରଥର ରଙ୍ଗକୁ ଆଧାର କରି ନାଲି-ହଳଦିଆ, କଳା-ନାଲି, ସବୁଜ-ନାଲି ରଙ୍ଗରେ ମାସ୍କ ପ୍ରସ୍ତୁତ କରାଯିବ ବୋଲି ବୟନିକା ପକ୍ଷରୁ କୁହାଯାଇଛି ।

ଏହି ମାସ୍କ ସବୁ ବାନ୍ଧ ବସ୍ତ୍ରରେ ପ୍ରସ୍ତୁତ ହେବ । ଯଥା ଶୀଘ୍ର ପ୍ରଦାନ କରାଯିବ ବୋଲି ବୟନିକ ପକ୍ଷରୁ କୁହାଯାଇଛି ।

ଏପରି ଏକ ସମୟରେ ଜଗନ୍ନାଥଙ୍କ ସେବା କରିବାର ସୁଯୋଗ ପାଇଥିବାରୁ ବୟନିକ ପକ୍ଷରୁ କୃତଜ୍ଞତା ପ୍ରକାଶ ପାଇଛି।

ଆହୁରି ପଢ଼ନ୍ତୁ

ପର୍ବତାରୋହୀ ଯୋଗବ୍ୟାସ ଭୋଇଙ୍କ ଉପରକୁ ଆକ୍ରମଣ

ପରଲୋକରେ ‘ଜହ୍ନମାମୁଁ’ ପତ୍ରିକାର ପ୍ରସିଦ୍ଧ କାର୍ଟୁନିଷ୍ଟ କେ.ସି ଶିବଶଙ୍କର

ପାନ ଖାଇ ଶ୍ରୀମନ୍ଦିରକୁ ଯାଇପାରିବେନି; ଧରା ପଡ଼ିଲେ ଗଣିବେ ଫାଇନ୍‌

ଗାନ୍ଧି ଜୟନ୍ତୀରୁ ବିଜେଡିର କୋଭିଡ୍ ମହାମାରୀ ସଚେତନତା ଅଭିଯାନ

ବିଜୁଳି ଦର ବୃଦ୍ଧି ନେଇ ସରକାରଙ୍କୁ କଂଗ୍ରେସର ଟାର୍ଗେଟ୍‌

ବିଶ୍ୱବିଦ୍ୟାଳୟ ସଂଶୋଧନ ବିଲ୍‌ର କପିକୁ ଚିରି ଦେଲେ ତାରା

ଗୃହରେ କୋଭିଡ ତାତି; କଂପାନୀଙ୍କୁ ବ୍ଲାଙ୍କ୍ ଚେକ୍ କାହିଁକି ଦିଆଯାଇଥିଲା ବୋଲି ପ୍ରଶ୍ନ କଲା ବିରୋଧୀ

ରାଜ୍ୟରେ ୩୮୯୬ ଜଣ କରୋନା ଆକ୍ରାନ୍ତ ସୁସ୍ଥ; ମୋଟ ସୁସ୍ଥ ସଂଖ୍ୟା…

କମିବ ଘରୋଇ ସ୍କୁଲ୍‌ ଫି !

ଭୁବନେଶ୍ୱରରୁ ୩୨୯ ପଜିଟିଭ ଚିହ୍ନଟ ଓ ୩୯୫ ସୁସ୍ଥ

ହାଇକୋର୍ଟରେ ମାମଲା ଦାୟର କଲେ ସମ୍ବିତ ପାତ୍ର

୫୪ ସିଟ୍ ପାଇଁ ଉପନିର୍ବାଚନ ତାରିଖ ଘୋଷଣା କଲେ ଇସି

You might also like