ଏଣିକି ଦିନ ସାଢ଼େ ୧୦ରୁ ଖୋଲିବ ମଦ ଦୋକାନ

ଭୁବନେଶ୍ୱର: ଏଣିକି ଦିନ ସାଢ଼େ ୧୦ରୁ ଖୋଲିବ ମଦ ଦୋକାନ। ଏ ନେଇ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି ସରକାର।

ଦିନ ସାଢ଼େ ୧୦ରୁ ରାତି ସାଢ଼େ ୧୦ ଯାଏ ରାଜ୍ୟରେ ମଦ ଦୋକାନ ଖୋଲା ରହିବ। କଣ୍ଟେନମେଣ୍ଟ ଜୋନ୍‌ରେ ଥିବା ମଦ ଦୋକାନ ଗୁଡ଼ିକ ଛାଡ଼ି ଅନ୍ୟ ସବୁଠି ମଦ ଦୋକାନ ଖୋଲି ପାରିବ।

ଦୋକାନ କାଟାଗୋରୀ ମଧ୍ୟରେ ବିଦେଶୀ ଓ ଦେଶୀ ମଦ ଦୋକାନ ରହିଛି। ପୂର୍ବରୁ ସକାଳ ୭ରୁ ସଂଧ୍ୟା ୬ଟା ଯାଏ ଦୋକାନ ଖୋଲା ରହୁଥିଲା।

You might also like