ଭଦ୍ରକ ଉପଜିଲ୍ଲାପାଳଙ୍କୁ କରୋନା
ଭଦ୍ରକ: ଭଦ୍ରକ ଉପଜିଲ୍ଲାପାଳ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଉପଜିଲ୍ଲାପାଳ କରୋନାରେ ଆକ୍ରାନ୍ତ ହୋଇଥିବା ନେଇ ଭଦ୍ରକ ଜିଲ୍ଲା ପ୍ରଶାସନ ପକ୍ଷରୁ ଟ୍ୱିଟ୍ ଯୋଗେ ଏହି ସୂଚନା ଦିଆଯାଇଛି। ଅତିରିକ୍ତ ଉପଜିଲ୍ଲାପାଳ ମନୋରମା ଭୂୟାଁଙ୍କୁ ଉପଜିଲ୍ଲାପାଳ ଦାୟିତ୍ୱ ମିଳିଛି। ଆସନ୍ତା ସେପ୍ଟେମ୍ବର ୧୫ ଯାଏ ଏହି ଦାୟିତ୍ୱ ରହିବେ ମନୋରମା। ଗତ ୨୪ ଘଣ୍ଟାରେ ଭଦ୍ରକରୁ ୭୬ ନୂଆ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି।
ଭଦ୍ରକ: ଭଦ୍ରକ ଉପଜିଲ୍ଲାପାଳ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଉପଜିଲ୍ଲାପାଳ କରୋନାରେ ଆକ୍ରାନ୍ତ ହୋଇଥିବା ନେଇ ଭଦ୍ରକ ଜିଲ୍ଲା ପ୍ରଶାସନ ପକ୍ଷରୁ ଟ୍ୱିଟ୍ ଯୋଗେ ଏହି ସୂଚନା ଦିଆଯାଇଛି।
ଅତିରିକ୍ତ ଉପଜିଲ୍ଲାପାଳ ମନୋରମା ଭୂୟାଁଙ୍କୁ ଉପଜିଲ୍ଲାପାଳ ଦାୟିତ୍ୱ ମିଳିଛି। ଆସନ୍ତା ସେପ୍ଟେମ୍ବର ୧୫ ଯାଏ ଏହି ଦାୟିତ୍ୱ ରହିବେ ମନୋରମା।
ଗତ ୨୪ ଘଣ୍ଟାରେ ଭଦ୍ରକରୁ ୭୬ ନୂଆ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି।