ନାବାଳିକା ଗଣଦୁଷ୍କର୍ମ ଅଭିଯୋଗ ମାମଲାର ସିବିଆଇ ତଦନ୍ତ ଦାବି

ଭୁବନେଶ୍ୱର: ନାବାଳିକା ଗଣଦୁଷ୍କର୍ମ ଅଭିଯୋଗ ମାମଲାର ସିବିଆଇ ତଦନ୍ତ ଦାବି। ଏନେଇ ହାଇକୋର୍ଟରେ ଜନସ୍ବାର୍ଥ ମାମଲା ରୁଜୁ କରିଛି ଭାରତୀୟ ବିକାଶ ପରିଷଦ ଘଟଣାର ସିବିଆଇ ଦ୍ୱାରା ତଦନ୍ତ କରିବା ସହ ପୀଡ଼ିକାଙ୍କୁ ୩୦ ଲକ୍ଷ କ୍ଷତିପୂରଣ ପାଇଁ ଆବେଦନ କରାଯାଇଛି। ମୁଖ୍ୟ ଶାସନ ସଚିବ, କେନ୍ଦ୍ର ଓ ରାଜ୍ୟ ଗୃହ ସଚିବ, ପୋଲିସ ଡିଜି, ପୋଲିସ କମିଶନର, ଡିସିପି ପ୍ରମୁଖଙ୍କୁ ପକ୍ଷଭୁକ୍ତ କରାଯାଇଛି।

ନାବାଳିକା ଗଣଦୁଷ୍କର୍ମ ଅଭିଯୋଗ ମାମଲାରେ ତଦନ୍ତର ଦିଗକୁ ନେଇ ପ୍ରଶ୍ନ ଉଠିଛି। ସାକ୍ଷୀଭାବେ ଓଟିଭିର କାର୍ଯରତ ବରିଷ୍ଠ ସାମ୍ବାଦିକଙ୍କୁ ଘନ ଘନ ଜେରା, କିନ୍ତୁ ଅଭିଯୁକ୍ତ ପୋଲିସ୍ କର୍ମଚାରୀଙ୍କୁ ନାହିଁ।

ହେଲେ ମାମଲା ହେବାର ୧୫ ଦିନ ପରେ ଭୁବନେଶ୍ୱର ଡିସିପି କହିଛନ୍ତି, ଅଭିଯୁକ୍ତ ପୋଲିସ୍ କର୍ମଚାରୀଙ୍କୁ ପଚରାଉଚରା ହୋଇନି।  ସେମାନଙ୍କ ପରିଚୟ ଯାଞ୍ଚ ଚାଲିଛି। ଅପରପକ୍ଷେ ଏଭଳି ସ୍ପର୍ଶକାତର ପ୍ରସଙ୍ଗରେ ମାମଲା ସଂପର୍କିତ ଅଡିଓ କ୍ଲିପ୍ ପ୍ରସାରଣ ନକରିବାକୁ ଗଣମାଧ୍ୟମକୁ ମଧ୍ୟ ଅପିଲ୍ କରିଛନ୍ତି ଡିସିପି।

ଆହୁରି ପଢ଼ନ୍ତୁ

ଭୁବନେଶ୍ୱର ମହାନଗର ଅଞ୍ଚଳରୁ ଆଉ ୩୧୯ ପଜିଟିଭ୍ ଚିହ୍ନଟ

ବୈଜୟନ୍ତ ପୁଣି ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ

ଉଚ୍ଛେଦ ହେଲା ଭୁବନେଶ୍ୱର ୟୁନିଟ-୨ ମାର୍କେଟ ବିଲ୍ଡିଂର ଉଠା ଦୋକାନ

ଓଟିଭି ଏମ୍‌ଡିଙ୍କ ବିରୋଧରେ ପୁଣି ଏକ ଅଭିଯୋଗ

ସହକାରୀ ଜିଲ୍ଲାପାଳଙ୍କୁ ମାଡ଼ ମାରି ପରିବାର ସହ ଗିରଫ ହେଲେ ଘର ମାଲିକ

ଦିନକରେ ୧୬ କରୋନା ରୋଗୀ ଆଖି ବୁଜିଲେ

୨୪ ଘଣ୍ଟାରେ ଚିହ୍ନଟ ହେଲେ ୪, ୩୫୬ କରୋନା ଆକ୍ରାନ୍ତ, ରେକର୍ଡ ଭାଙ୍ଗିଲା ଖୋର୍ଦ୍ଧା‌

ଜବତ ହେଲା ବିପୁଳ ନକଲି କରୋନା ଔଷଧ

ବିଧାନସଭାର ମୌସୁମୀ ଅଧିବେଶନ; ରବିବାର ବି ଚାଲିବ ଗୃହକାର୍ଯ୍ୟ

ବିଧାନସଭା ମୌସୁମୀ ଅଧିବେଶନ; କଭରେଜ କରୁଥିବା ଗଣମାଧ୍ୟମ ପ୍ରତିନିଧିଙ୍କର ହେବ କରୋନା ଟେଷ୍ଟ

ଓଡ଼ିଶୀ ସଂଗୀତକୁ ଶାସ୍ତ୍ରୀୟ ମାନ୍ୟତା ପାଇଁ ଚିଠି ଲେଖିଲେ ନବୀନ

ନାଳରେ ପଶିଗଲା ଚଳନ୍ତା କାର

You might also like