ବୈଜୟନ୍ତ ପୁଣି ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ

ଭୁବନେଶ୍ୱର: ବିଜେପି କାର୍ଯ୍ୟକର୍ତ୍ତା ଘୋଷଣା କଲେ ସଭାପତି ଜେପି ନଡ୍ଡା। ପୂର୍ବଭଳି ଉପାଧ୍ୟକ୍ଷ ପଦ ବଜାୟ ରଖିଲେ ବୈଜୟନ୍ତ ପଣ୍ଡା। ନଡ୍ଡାଙ୍କ ଟିମରେ ୧୨ ଉପସଭାପତି, ୮ ସାଧାରଣ ସଂପାଦକ।

କାହାଙ୍କୁ ମିଳିଲା କେଉଁ ଦାୟିତ୍ୱ:-

ରମଣ ସିଂହ, ବସୁନ୍ଧରା ରାଜେ ସିନ୍ଧିଆ, ରାଧାମୋହନ ସିଂ, ବୈଜୟନ୍ତ ପଣ୍ଡା, ରଘୁବର ଦାସ, ମୁକୁଲ ରାୟ, ରେଖା ବର୍ମା, ଅନ୍ନପୂର୍ଣ୍ଣା ଦେବୀ, ଭାରତୀବେନ୍ ସିୟାଲ, ଡିକେ ଅରୁଣା, ଏମ୍. ଚୌବା ଏଓ, ଅବଦୁଲ୍ଲା କୁଟ୍ଟିଙ୍କୁ ଉପାଧ୍ୟକ୍ଷ ଦାୟିତ୍ୱ ମିଳିଛି।

  • ବିଜେପି ରାଷ୍ଟ୍ରୀୟ ପ୍ରବକ୍ତା ପଦ ବଜାୟ ରଖିଲେ ସମ୍ବିତ ପାତ୍ର
  • ୨୩ ଜଣ ପ୍ରବକ୍ତାଙ୍କ ଭିତରେ ସ୍ଥାନ ପାଇଲେ ଅପରାଜିତା ଷଡ଼ଙ୍ଗୀ
  • ଅନିଲ ବଲୁନି, ସାହାନଓ୍ବାଜ ହୁସେନ, ରାଜୀବ ପ୍ରତାପ ରୁଡ୍ଡୀ ପ୍ରବକ୍ତା

ଜେପି ନଡ୍ଡାଙ୍କ ଟିମରେ ସ୍ଥାନ ପାଇଲେ ଓଡ଼ିଶାର ୪ ନେତା-

  • ରାଷ୍ଟ୍ରୀୟ ଉପାଧ୍ୟକ୍ଷ ପଦ ବଜାୟ ରଖିଲେ ବୈଜୟନ୍ତ ପଣ୍ଡା
  • ରାଷ୍ଟ୍ରୀୟ ପ୍ରବକ୍ତା ହେଲେ ସମ୍ବିତ ପାତ୍ର, ଅପରାଜିତା ଷଡ଼ଙ୍ଗୀ
  • ରାଷ୍ଟ୍ରୀୟ ସଂପାଦକ ହେଲେ ମୟୂରଭଂଜ ସାଂସଦ ବିଶ୍ୱେଶ୍ୱର ଟୁଡୁ

ସେହିପରି ଭୂପେନ୍ଦ୍ର ଯାଦବ, ଅରୁଣ ସିଂହ, କୈଳାସ ବିଜୟବର୍ଗୀୟ ସା.ସଂପାଦକ, ଦୁଷ୍ୟନ୍ତ ଗୌତମ, ଡି.ପୁରନ୍ଦେଶ୍ୱରୀ, ସି.ଟି ରବି ସା.ସଂପାଦକ, ତରୁଣ ଚୁଗ୍, ଦିଲ୍ଲୀପ ସାଇକିଆଙ୍କୁ ସାଧାରଣ ସଂପାଦକ ଦାୟିତ୍ୱ ଦିଆଯାଇଛି।

ଆହୁରି ପଢ଼ନ୍ତୁ

ଉପନିର୍ବାଚନ ପାଇଁ ୩ରେ ଛୁଟି ଘୋଷଣା

ରାଜ୍ୟରେ ମନ୍ଦିର ଖୋଲାଯିବା ଦରକାର: ଧର୍ମେନ୍ଦ୍ର

୨ଟି ଥାଳି ଫ୍ରି ଆଶାରେ ଅନ୍‌ଲାଇନ୍ ଅର୍ଡର କରୁଥିବା ବ୍ୟକ୍ତିଙ୍କ ଅବସ୍ଥା କଣ ହେଲା ଜାଣନ୍ତୁ

ସୁସ୍ଥ ହୋଇଥିବା ଲୋକଙ୍କୁ ବି ପୁଣି ଥରେ କରୋନା ହେବ କି ନାହିଁ ? ଓଡ଼ିଶାରେ ମିଳିଲା ପ୍ରମାଣ

ଟ୍ରକ୍ ଧକ୍କାରେ ଚାଲିଗଲା ଅଜା-ନାତିର ଜୀବନ

ହବିଷ୍ୟାଳୀଙ୍କ ପାଇଁ ମିଳିବ ମହାପ୍ରସାଦ

ଭୁବନେଶ୍ୱରରେ ଅଧା ଲୋକଙ୍କୁ ଛୁଇଁଗଲାଣି କରୋନା

ନିର୍ବାଚନ ପୂର୍ବରୁ ୧୫୦୦ ଅପରାଧୀ ଚିହ୍ନଟ, ୭୫ ୱାରେଣ୍ଟିଙ୍କୁ ଜେଲ୍

ଫେସବୁକ୍‌ରେ ପ୍ରେମ ନିବେଦନ କରି ଯୁବତୀଙ୍କୁ ଦେଖା କରିବାକୁ ଯାଇଥିଲେ, ତା’ ପରେ…

ଘର ତିଆରି ପାଇଁ ୧୫ ହଜାର ଟଙ୍କାରେ ବିକିଥିଲେ ଶିଶୁ କନ୍ୟା 

‘ଓଡ଼ିଶାରେ କରୋନା ରି-ଇନ୍‌ଫେକ୍‌ସନ୍ ହେଉଛି ’

ବ୍ରହ୍ମପୁରରୁ ଦୁବାଇକୁ ଲମ୍ବିଛି IPL ବେଟିଂ, ଜବତ ହେଲା ଲକ୍ଷାଧିକ ଟଙ୍କା

You might also like