ସାମାଜିକ କାର୍ଯ୍ୟରେ ଭାଗ ନେଇପାରୁନଥିବା ଅଭିଯୋଗ । କର୍ତ୍ତୃପକ୍ଷଙ୍କ ଆକଟ ଲାଗି ଘଟୁନି ପିଲାଙ୍କ ବୌଦ୍ଧିକ ବିକାଶ !
ଭବାନୀପାଟଣା ଟାଉନହଲରେ ଆୟୋଜିତ ଦଳୀୟ କାର୍ଯ୍ୟକର୍ତ୍ତା ବୈଠକରେ ଯୋଗ ଦେଇ ଦଳର ସାଙ୍ଗଠନିକ ସ୍ଥିତିକୁ ସୁଦୃଢ଼ କରି ୨୪ ସାଧାରଣ ନିର୍ବାଚନ ପାଇଁ ବିଜୟ ମନ୍ତ୍ର ଦେଇଛନ୍ତି ନଡ୍ଡା।
ଭବାନୀପାଟଣା ସଭାରେ ରାଜ୍ୟ ସରକାରଙ୍କୁ କଡା ସମାଲୋଚନା । ରାଜ୍ୟ ସରକାର ଉପରେ ବର୍ଷିଲେ ନଡ୍ଡା ।
ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ପୂଜା କରିବା ପାଇଁ ୨୪୦୧ ଟଙ୍କା, ଶ୍ରୀମନ୍ଦିରରେ ଧ୍ୱଜା ବାନ୍ଧିବା ପାଇଁ ୨୧୫୧ ଟଙ୍କା, ମନ୍ଦିରରେ ନାମ ଏବଂ ଗୋତ୍ର ସଂକଳ୍ପ ପାଇଁ ୮୦୧ ଟଙ୍କା ଆଦାୟ କରୁଛି ଏହି ସଂସ୍ଥା।
ନଡ୍ଡାଙ୍କ ପରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ବିଜେପିର ରାଷ୍ଟ୍ରିୟ ଉପାଧକ୍ଷ ବୈଜୟନ୍ତ ପଣ୍ଡା ମଧ୍ୟ ରାଜ୍ୟ ସରକାରଙ୍କ ଉପରେ ବର୍ଷିଛନ୍ତି ।
ଲୋକମାନେ ଏହି ସରକାର ପ୍ରତି ଅତିଷ୍ଠ ହୋଇସାରିଲେଣି । ତେଣୁ ପରିଶ୍ରମ କଲେ ଏଥର ଓଡ଼ିଶାରେ ମଧ୍ୟ ହେବ ବିଜେପି ସରକାର ।
ପ୍ରଧାନମନ୍ତ୍ରୀ ଆବାସ ଯୋଜନାକୁ ନେଇ ବିଜେଡିକୁ ସିଧା ନିଶାନା କରିଛନ୍ତି ବିଜେପିର ରାଷ୍ଟ୍ରୀୟ ଅଧ୍ୟକ୍ଷ । ନଡ୍ଡା କହିଛନ୍ତି, ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ହିତାଧିକାରୀଙ୍କୁ ଘର ମିଳୁନି ।
ବିଜେପିର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଏହି ସଭାକୁ ସମ୍ବୋଧିତ କରିବେ । ବୁର୍ଲା ଏମସିଏଲ ଗେଷ୍ଟ ହାଉସରୁ ବାହାରି ଭବାନୀପାଟଣା ପହଞ୍ଚିବା ପରେ ମାଆ ମାଣିକେଶ୍ୱରୀଙ୍କ ଦର୍ଶନ କରିବେ ନଡ୍ଡା ।
ପାଣିପାଗ ବିଭାଗ ପୂର୍ବାନୁମାନ ଅନୁସାରେ, ଆହୁରି ୪ ଦିନ ଲାଗି ରହିପାରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ସ୍ଥିତି। ୨୧ ତାରିଖ ପରେ ତାପମାତ୍ରା କ୍ରମେ ହ୍ରାସ ପାଇବ।
ମମିତା ମେହେର ମାମଲା, ବିଜେଡିର ପଶ୍ଚିମ ଓଡ଼ିଶା ଗଣିତକୁ ଓଲଟପାଲଟ କରିବ କି ? ୨୦୧୭ ପଂଚାୟତ ନିର୍ବାଚନ ହେଉ କି ୧୯ ସାଧାରଣ ନିର୍ବାଚନର ଲୋକସଭା ଭୋଟ୍, ସବୁଠି ବିଜେଡିକୁ ଝଟ୍କା ଲାଗିଥିଲା ।
ମମିତା ମେହେର ହତ୍ୟା ମାମଲାରେ ବଡ଼ କାର୍ଯ୍ୟାନୁଷ୍ଠାନ । କେ.ଗାଁ ଥାନା ଅଧୀକାରୀ ଡମୁ ପରିଜା ସସ୍ପେଣ୍ଡ । ଦାୟିତ୍ୱରେ ଅବହେଳା ପାଇଁ ଥାନା ଅଧିକାରୀଙ୍କୁ ସସ୍ପେଣ୍ଡ କରିଦିଆଯାଇଛି । ଏନେଇ କଳାହାଣ୍ଡି ଏସ୍ପି ଶ୍ରବଣା ବିବେକଙ୍କ ସୂଚନା ଦେଇଛନ୍ତି ।
ଆଜି ଅପରାହ୍ନ ୪ଟା ଯାଏ ଭବାନୀପାଟଣା ସହରରେ ୧୪୪ ଧାରା ଜାରି କରାଯାଇଛି। ଏହାସହ ଭବାନୀପାଟଣାର ସବୁ ପ୍ରବେଶ ପଥକୁ ସିଲ୍ କରାଯାଇଛି। ସୁରକ୍ଷାକୁ ଦୃଷ୍ଟିରେ ରଖି ୧୦ ପ୍ଲାଟୁନ ପୋଲିସ୍ ଫୋର୍ସ ମୁତୟନ ହୋଇଛନ୍ତି।