• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Odishatv Bureau

କେନ୍ଦ୍ରାପଡ଼ା : ଖୋଲିଲା ଭିତରକନିକା। ବଉଳା କୁମ୍ଭୀରଙ୍କ ପ୍ରଜନନ ପାଇଁ ପର୍ଯ୍ୟଟକଙ୍କ ଲାଗି ଗତ ମେ’୧ ତାରିଖରୁ ବନ୍ଦ ଥିଲା ଭିତରକନିକା। ପ୍ରଜନନ ଋତୁ ଶେଷ ହୋଇଥିବାରୁ ଅାଜିଠାରୁ ପର୍ଯ୍ୟଟକମାନେ ଭିତରକନିକା ବୁଲିବାର ସୁଯୋଗ ପାଇ ପାରିବେ।

ତେବେ ଭିତରକନିକା ଅଂଚଳରେ ଲଗାଣ ବର୍ଷା ହେଉଥିବାରୁ ପର୍ଯ୍ୟଟକମାନଙ୍କ ସଂଖ୍ୟା କମ୍‌ ରହିଛି।  ଭିତରକନିକା ଅଭୟାରଣ୍ୟ ଗତ ମେ’୧ରୁ ଜୁଲାଇ ୩୧ ତାରିଖ ଯାଏ ବନ୍ଦ ରହିଥିଲା। ପ୍ରାୟ ୩ ମାସ ହେବ ବନ୍ଦ ରହିବା କାରଣରୁ ବନ୍ୟପ୍ରାଣୀ ପ୍ରେମୀ ଓ ପର୍ଯ୍ୟଟକମାନେ ଭିତରକନିକା ଯିବାରୁ ବଞ୍ଚିତ ହେଉଥିଲେ।

Bhitarkanika-national-park-opens-for-public
  • Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

404 Page not found!

We're sorry, but we can't find the page you were looking for. It's probably something we've done wrong but now we know about it and we'll try to fix it. In the meantime, try one of these options:

go to home page

Suggested stories