ବିଜେଡି ବିଧାୟକ ଅନନ୍ତ ନାରାୟଣ ଜେନାଙ୍କୁ କରୋନା
ଭୁବନେଶ୍ୱର: ଭୁବନେଶ୍ୱର ମଧ୍ୟ ବିଜେଡି ବିଧାୟକ ଅନନ୍ତ ନାରାୟଣ ଜେନାଙ୍କୁ କରୋନା। କରୋନା ପଜିଟିଭ ନେଇ ଟ୍ୱିଟ୍ ଯୋଗେ ନିଜେ ବିଧାୟକ ଏହି ସୂଚନା ଦେଇଛନ୍ତି।
ଆହୁରି ପଢ଼ନ୍ତୁ
ରିପୋର୍ଟ ପଜିଟିଭ ପରେ ହୋମ୍ କ୍ୱାରେଣ୍ଟିନରେ ଥିବା ବିଧାୟକ କହିଛନ୍ତି। ତାଙ୍କ ସହ ସଂସ୍ପର୍ଶରେ ଆସିଥିବା ଲୋକଙ୍କୁ କରୋନା ଟେଷ୍ଟିଂ କରାଇବା ପାଇଁ ସେ ପରାମର୍ଶ ଦେଇଛନ୍ତି।