ଭୁବନେଶ୍ୱରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ହଜାର ଟପିଲା

ଭୁବନେଶ୍ୱର: ଆଜି ଭୁବନେଶ୍ୱର ମହାନଗର ଅଞ୍ଚଳରୁ ୫୧୫ ପଜିଟିଭ ଚିହ୍ନଟ ହୋଇଛନ୍ତି। ଆଜି BMCରୁ ୨୯୭ ଜଣ ସୁସ୍ଥ ହୋଇଛନ୍ତି। ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଏ ନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛି ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି)।

ଏହାକୁ ମିଶାଇ ଭୁବନେଶ୍ୱରରେ ସଂକ୍ରମିତଙ୍କ ସଂଖ୍ୟା ୧୦,୦୨୧ ରେ ପହଞ୍ଚିଛି।  ୬,୦୬୧ ଜଣ ସୁସ୍ଥ ହୋଇଛନ୍ତି। ଏବେବି ୩,୯୧୦ ଚିକିତ୍ସାଧୀନ ଥିବା ବେଳେ ୪୧ ଜଣଙ୍କ ମୃତ୍ୟୁ ହୋଇଛି।

ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଲକ୍ଷେ ଟପିଛି। ଗତ ୨୪ ଘଣ୍ଟାରେ ୩,୦୧୪ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ୩,୦୧୪ ଆକ୍ରାନ୍ତଙ୍କ ମଧ୍ୟରୁ ୧,୮୬୮ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୧,୧୪୬ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

ଆହୁରି ପଢ଼ନ୍ତୁ

ଭୁବନେଶ୍ୱରରୁ ୩୧୭ ପଜିଟିଭ ଚିହ୍ନଟ, ୨୫୫ ଲୋକାଲ କେସ୍

ପୂରଣ ହେଲା ସ୍ୱାଭିମାନ ଅଞ୍ଚଳବାସୀଙ୍କ ଆଶା

ଆଜିଠୁ ଓଡ଼ିଶାର ଏହି ସହର ୭ ଦିନ ସଟ୍‌ଡାଉନ୍‌

ବିଶ୍ୱ ପର୍ଯ୍ୟଟନ ଦିବସରେ କୋଣାର୍କକୁ ଗଡ଼ିଲା ‘ମୋ ବସ୍’

ଓଡ଼ିଶାରେ କୋଭିଡ୍‌ ପରିଚାଳନାକୁ ନେଇ ପ୍ରଶ୍ନ ଉଠାଇଲେ ବିଜେଡି ବିଧାୟକ

ଦିନକରେ ଓଡ଼ିଶାରେ ୧୪ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଓଡ଼ିଶାରେ କରୋନା ସ୍ଥିତି: ୨୪ ଘଣ୍ଟାରେ ଚିହ୍ନଟ ହେଲେ ୩,୯୨୨ ପଜିଟିଭ୍‌

ଅକ୍ଟୋବରରୁ ଓଡ଼ିଶାର ସମସ୍ତ ପର୍ଯ୍ୟଟନସ୍ଥଳୀ ଖୋଲିବାକୁ ଯୋଜନା

ସମ୍ପର୍କୀୟଙ୍କ ସହ ମିଶି ପତ୍ନୀଙ୍କୁ ମାଡ଼ ମାରିଲେ ଡେପୁଟି କଲେକ୍ଟର

JEE Advanced 2020: କୋଭିଡ୍‌ ଗାଇଡ୍‌ଲାଇନ୍ସ ପାଳନ କରି ହେବ ପରୀକ୍ଷା

ଗ୍ୟାସ ସିଲିଣ୍ଡର ସଜାଡ଼ୁଥିବା ବେଳେ ହଠାତ୍ ଲାଗିଲା ନିଆଁ; ୬ ଗୁରୁତର

ବିଧାନସଭା ଅଧିବେଶନରେ ସରକାରଙ୍କୁ ଘେରିବାକୁ ବିଜେପିର ରଣନୀତି

You might also like