୫ ମାସର ଦରମା ଦାନ କରି ଜନକଲ୍ୟାଣ ପାଣ୍ଠି ‘ଭରସା’ ଗଢିଲେ ସାଂସଦ ଅପରାଜିତା

ଭୁବନେଶ୍ୱର: ଲୋକଙ୍କ ସୁଖ ଦୁଃଖରେ ଭାଗିଦାରୀ ହେବା ପାଇଁ ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ ଜନକଲ୍ୟାଣ ପାଣ୍ଠି ‘ଭରସା’ ଆରମ୍ଭ କରିଛନ୍ତି। ଏଥିରେ ଅପରାଜିତା ତାଙ୍କ ୫ ମାସର ଦରମା ଦାନ କରିଛନ୍ତି।

pic credit- Aparajita Sarangi twitter

ଅନେକ ସାମାଜିକ ସଂଗଠନ ବି ସାଂସଦଙ୍କ ସହ ହାତ ମିଶାଇ ଜନସେବା ପାଇଁ ଆଗଭର ହୋଇଛନ୍ତି।  ଏହା ଦୁର୍ଘଟଣା ଜନିତ ସହାୟତା ସହ ଶିକ୍ଷା ସ୍ୱାସ୍ଥ୍ୟ କ୍ଷେତ୍ରରେ ଭରସା ଓ ଗରିବ ଲୋକଙ୍କ ପାଇଁ ସହାୟ ହୋଇପାରିବ। ଏହା ବାଦ ପ୍ରାକୃତିକ ବିପର୍ଯ୍ୟୟ ସମୟରେ ମଧ୍ୟ ଦୁସ୍ଥ ଲୋକଙ୍କ ପାଇଁ ଭରସା କାମ କରିବ ବୋଲି ସାଂସଦ ଅପରାଜିତା ଷଡ଼ଙ୍ଗୀ କହିଛନ୍ତି।

ଆହୁରି ପଢ଼ନ୍ତୁ

ଘୁଞ୍ଚିଲା ଓଡ଼ିଶା ସିଭିଲ୍‌ ସର୍ଭିସ-୨୦୧୯ର ମୁଖ୍ୟ ଲିଖିତ ପରୀକ୍ଷା

ମାମୁଙ୍କୁ ହତ୍ୟା କରି ପୋଖରୀରେ ଫିଙ୍ଗି ଦେଲେ ଭଣଜା

କୂଅ ଭିତରୁ ମିଳିଲା ନିଖୋଜ ମା’ ଓ ପୁଅଙ୍କ ମୃତଦେହ

କେବେ ଖୋଲିବ ମନ୍ଦିର? ଦ୍ୱିତୀୟ ଥର ପାଇଁ ଘଣ୍ଟ ପିଟିଲେ ସେବାୟତ

୧୫ ହଜାର ଟଙ୍କାରେ ବିକ୍ରି ହେଲା ମାସେ ୭ ଦିନର ଶିଶୁକନ୍ୟା

ଖୋଲା ଜିପ୍‌ରେ ବସି ପ୍ରଚାର କଲେ ବେଣୁଧର

ଉପନିର୍ବାଚନ ସମୀକ୍ଷା କଲେ ମୁଖ୍ୟ ନିର୍ବାଚନ ଅଧିକାରୀ

ମଇଦାନକୁ ନଯାଇ ପ୍ରଚାର କଲେ ନବୀନ

ରାଜ୍ୟରେ ଆରୋଗ୍ୟ ସଂଖ୍ୟା ୨ ଲକ୍ଷ ୭୦, ୧୩୦କୁ ବୃଦ୍ଧି

ମୁଖ୍ୟମନ୍ତ୍ରୀଙ୍କୁ  ନିରଞ୍ଜନଙ୍କ ପ୍ରଶ୍ନ; ନିଜେ ସୁରକ୍ଷିତ ରହି ଲୋକଙ୍କୁ କାହିଁକି ବିପଦକୁ ଠେଲୁଛ ?

ଭୁବନେଶ୍ୱରରେ କମୁଛି କରୋନା ସଂକ୍ରମଣ; ଦିନକରେ ୧୧୦ ପଜିଟିଭ ଚିହ୍ନଟ

ତିର୍ତ୍ତୋଲ ପାଇଁ ଭର୍ଚୁଆଲ ପ୍ରଚାର କଲେ ମୁଖ୍ୟମନ୍ତ୍ରୀ

You might also like