ଭୁବନେଶ୍ୱର ପେଟ୍ରୋଲ ପମ୍ପରେ ବ୍ଲାଷ୍ଟ୍‌ ଘଟଣା: ଏହି କାରଣ ଯୋଗୁ ନିଆଁ ଲାଗିଥିବା ସୂଚନା

ଭୁବନେଶ୍ୱର: ଏଲ୍‌ପିଜି ଲିକେଜ୍‌ରୁ ଭୁବନେଶ୍ୱର ରାଜଭବନ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ ଘଟିଥିବା ସୂଚନା ମିଳିଛି। ପ୍ରାଥମିକ ତଦନ୍ତ ପରେ Petroleum and Explosives Safety Organisation(PESO)ର ଉପମୁଖ୍ୟ କଣ୍ଟ୍ରୋଲର ଏହି ସୂଚନା ଦେଇଛନ୍ତି।

PESOର ଉପମୁଖ୍ୟ କଣ୍ଟ୍ରୋଲର କହିଛନ୍ତି, ‘ଟାଙ୍କିରେ ଏଲ୍‌ପିଜି ଭର୍ତ୍ତି ବେଳେ ଲିକେଜ୍ ହୋଇଥିଲା। ଏହାପରେ ନିଆଁ ଲାଗି ଯାଇଥିଲା ଓ ବିସ୍ଫୋରଣ ହୋଇଥିଲା।  ବିସ୍ଫୋରଣ ବେଳେ ଟାଙ୍କିରେ ସାଢ଼େ ୪ ଟନ୍ ଏଲ୍‌ପିଜି ରହିଥିଲା।

ସେ ଆହୁରି କହିଛନ୍ତି, ପ୍ରାଥମିକ ତଦନ୍ତ ସରିଛି। ବିସ୍ତୃତ ତଦନ୍ତ କରାଯାଇ ରିପୋର୍ଟ ପ୍ରଦାନ କରାଯିବ। ବିସ୍ଫୋରଣରେ ମୃତାହତ ଘଟଣା ସମ୍ପର୍କରେ ପୋଲିସ୍‌ ତଦନ୍ତ କରୁଛି।

ପଢ଼ନ୍ତୁ: ପେଟ୍ରୋଲ୍‌ ପମ୍ପରେ ବ୍ଲାଷ୍ଟ୍‌ ଘଟଣା; ଜଣେ ମୃତ

ଆହୁରି ପଢ଼ନ୍ତୁ

ଇଞ୍ଜିନିୟର ଏବେ ଦିନ ମଜୁରିଆ; କୋଦାଳ ଧରି ମାଟି ବୋହିଲେ

ଜେଲ୍ ଗଲେ ସହକାରୀ ନିର୍ବାହୀ ଯନ୍ତ୍ରୀ ରବୀନ୍ଦ୍ର ପ୍ରଧାନ; ଆୟର ୨୪୧% ଥିଲା ବେଆଇନ

କୋଭିଡ୍‌-୧୯ ସୁସ୍ଥ ହେବା ପରେ କ’ଣ କରିବେ, ପରାମର୍ଶ ଦେଲା ସ୍ୱାସ୍ଥ୍ୟ ବିଭାଗ

କରୋନାରୁ ସୁସ୍ଥ ହେଲେ ୨୭୧୬ ଜଣ ଆକ୍ରାନ୍ତ

ରକ୍ତମୁଖା ପଡ଼ୋଶୀର ବିଭତ୍ସ କାଣ୍ଡ; ରକ୍ତରେ ଭିଜିଲା ଘର ଓ ଜମି

ଆସନ୍ତାକାଲି ସନ୍ଧ୍ୟା ୬ଟାରୁ ୬ଟା ୧୫ ମିନିଟ୍‌ ଯାଏଁ ବିଜୁଳି ନଜାଳିବାକୁ ଆହ୍ୱାନ

ଭାଙ୍ଗିଯାଇଛି ପୋଲ, ସମସ୍ୟାରେ ୬ଟି ଗାଁ

ନିଲମ୍ବିତ ହେଲେ ଗୁଣପୁର ତହସିଲଦାର

ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ୱେଲ୍ ମାର୍କରେ ପରିଣତ

ପଥର ଖାଦାନରେ ଚାଲାଣକୁ ନେଇ ମୁହାଁମୁହିଁ ପେସା ଓ ସିପିଆଇଏମ୍

ବାଲେଶ୍ୱର ଉପନିର୍ବାଚନ: ଆକର୍ଷଣ ସାଜିଛନ୍ତି ୯୦ ବର୍ଷର ବେଣୁଧର

ଦଳୀୟ ନେତାଙ୍କୁ ଗୁରୁମନ୍ତ୍ର ଦେଲେ ଚେଲ୍ଲାକୁମାର

You might also like