ଆଜିଠାରୁ ଖୋଲିବ ରାଜଭବନ ଉଦ୍ୟାନ

୨ଟାରୁ ୫ଟା ଯାଏ ଉଦ୍ୟାନରେ ବୁଲି ପାରିବେ ଲୋକେ

ଭୁବନେଶ୍ୱର : ଆଜିଠୁ ସର୍ବସାଧାରଣଙ୍କ ପାଇଁ ଖୋଲିଛି ରାଜଭବନ ଉଦ୍ୟାନ। ଚଳିତ ମାସ ୨୦ ତାରିଖ ଯାଏ ଉଦ୍ୟାନ ଖୋଲା ରହିବ। ଛୁଟି ଦିନ ଓ ରବିବାର ସହିତ ପ୍ରତ୍ୟେକ ଦିନ ଅପରାହ୍ନ ୨ଟାରୁ ୫ଟା ଯାଏ ସମସ୍ତେ ରାଜଭବନ ଉଦ୍ୟାନ ପରିଦର୍ଶନ କରି ପାରିବେ।

ତେବେ ସାଢ଼େ ୪ଟା ପରେ ଆଉ ପ୍ରବେଶ ଅନୁମତି ମିଳିବ ନାହିଁ। ଓ୍ୱାଟର ଫାଉଣ୍ଟେନ, ମ୍ୟୁଜିକାଲ ଫାଉଣ୍ଟେନ, ଗୋଲାପ ଉଦ୍ୟାନ, ହରିଣ ପାର୍କ, ମୟୂର, ବତକ, ପକ୍ଷୀଘର ଓ ଉଦ୍ୟାନର ସବୁଜିମା ପରିଦର୍ଶକଙ୍କୁ ଆକର୍ଷିତ କରିବ।  ତେବେ ଖାଦ୍ୟ ପଦାର୍ଥ ଓ ଆପତ୍ତିଜନକ ଦ୍ରବ୍ୟ ନ ଆଣିବାକୁ ରାଜଭବନ ପକ୍ଷରୁ ଅନୁରୋଧ କରାଯାଇଛି।

ଆହୁରି ପଢ଼ନ୍ତୁ

ଲଘୁଚାପ ପ୍ରଭାବରେ ପ୍ରବଳ ବର୍ଷା ସମ୍ଭାବନା, ୭ ଜିଲ୍ଲାକୁ ୱାର୍ଣ୍ଣିଂ

ସ୍ୱାଭିମାନ ଅଞ୍ଚଳରେ ମୁଣ୍ଡ ଗଡ଼ାଇଲେ ମାଓବାଦୀ

ଭୁବନେଶ୍ୱରରେ ପହଞ୍ଚିଲେ ଚେଲା କୁମାର; ଜୋରଦାର ହେବ ପ୍ରଚାର

ଅପରାଧୀଙ୍କ ଚରାଭୂଇଁ ପାଲଟୁଛି କି ରାଜଧାନୀ?

ଚଳୁ କରିଦେଲେ ଲକ୍ଷାଧିକ ସବ୍‌ସିଡି ଟଙ୍କା

ରାଜ୍ୟରେ ମୋଟ ସୁସ୍ଥ ସଂଖ୍ୟା ୨୫୨୧୯୭ରେ ପହଞ୍ଚିଲା

ରୋଗୀଣା ପତ୍ନିକୁ ଟ୍ରଲିରେ ବୋହି ଏସ୍‌ସିବି ନେବା ମାମଲାରେ ରିପୋର୍ଟ ମାଗିଲେ ରାଜ୍ୟ ମାନବାଧିକାର କମିଶନ

ଉପନିର୍ବାଚନ ମୈଦାନ୍‌ରେ କ୍ୟାମ୍ପେନ୍ ଆରମ୍ଭ କଲେଣି ହେବିୱେଟ୍ ନେତା, ମୁଖ୍ୟମନ୍ତ୍ରୀ କେବେ ?

ମରଣଯନ୍ତା ପାଲଟିଛି ମଙ୍ଗୁଳି ଛକ

ନକଲି ଟଙ୍କା ଦେଇ ଗାଡ଼ି କିଣିବା ବେଳେ ଧରିଲା ପୋଲିସ୍

ଜିଲ୍ଲାପାଳ ଅଫିସ୍ ଆସୁଥିଲେ, ଅଧାବାଟରୁ ଉଠାଇନେଲା ପୋଲିସ

ଦୁର୍ଘଟଣାର ଦିନ: ଟ୍ରକ୍ ତଳେ ଚାପି ହୋଇ ଚାଲିଗଲା ୫ ଜୀବନ, ୨୦ ଆହତ

You might also like