ବସ୍‌ ମାଲିକଙ୍କୁ ୫ ଲକ୍ଷ ୬୬ ହଜାର ଟଙ୍କା ଫାଇନ୍‌

ଭୁବନେଶ୍ୱର: ଏକ ଯାତ୍ରୀବାହୀ ବସ୍‌ର ମାଲିକଙ୍କୁ ୫,୬୬,୯୮୧ ଟଙ୍କା ଫାଇନ୍‌ କରାଯାଇଛି। ୨୦୧୯ ମେ’ରୁ ଏଯାଏ MV ଟ୍ୟାକ୍ସ ଦିଆଯାଇ ନ ଥିବାରୁ RTO-୨ ଭୁବନେଶ୍ୱର ଏହି ଜରିମାନା କରିଥିବା ସୂଚନା ମିଳିଛି।

ବସ୍‌ଟି(OD10 F0409) କୋରାପୁଟରୁ ଭୁବନେଶ୍ୱର ଚଳାଚଳ କରୁଥିଲା। ବସ୍‌ଟିର ବୈଧ ଷ୍ଟେଜ୍‌ କ୍ୟାରେଜ୍ ପରମିଟ୍ ନ ଥିବା ମଧ୍ୟ ସୂଚନା ମିଳିଛି।

ଏ ନେଇ RTO-୨ ଭୁବନେଶ୍ୱର ପକ୍ଷରୁ ଟ୍ୱିଟ୍‌ କରାଯାଇ ସୂଚନା ଦିଆଯାଇଛି।

ଆହୁରି ପଢ଼ନ୍ତୁ

ବିଜୁଳି ଦର ବୃଦ୍ଧି ପ୍ରତିବାଦ: ଆଜି ୧୫ ମିନିଟ୍‌ ପାଇଁ ଲାଇଟ୍‌ ବନ୍ଦ କରିବାକୁ ଆହ୍ୱାନ

କରୋନାରୁ ସୁସ୍ଥ ହେବାପରେ କ’ଣ କରିବେ?

୪୩.୫% କମିଛି ଦୁର୍ଘଟଣାଜନିତ ମୃତ୍ୟୁ ସଂଖ୍ୟା

ଆଜି ଅବପାତର ରୂପ ନେଇପାରେ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ

ଇଞ୍ଜିନିୟର ଏବେ ଦିନ ମଜୁରିଆ; କୋଦାଳ ଧରି ମାଟି ବୋହିଲେ

ଜେଲ୍ ଗଲେ ସହକାରୀ ନିର୍ବାହୀ ଯନ୍ତ୍ରୀ ରବୀନ୍ଦ୍ର ପ୍ରଧାନ; ଆୟର ୨୪୧% ଥିଲା ବେଆଇନ

କୋଭିଡ୍‌-୧୯ ସୁସ୍ଥ ହେବା ପରେ କ’ଣ କରିବେ, ପରାମର୍ଶ ଦେଲା ସ୍ୱାସ୍ଥ୍ୟ ବିଭାଗ

କରୋନାରୁ ସୁସ୍ଥ ହେଲେ ୨୭୧୬ ଜଣ ଆକ୍ରାନ୍ତ

ରକ୍ତମୁଖା ପଡ଼ୋଶୀର ବିଭତ୍ସ କାଣ୍ଡ; ରକ୍ତରେ ଭିଜିଲା ଘର ଓ ଜମି

ଆସନ୍ତାକାଲି ସନ୍ଧ୍ୟା ୬ଟାରୁ ୬ଟା ୧୫ ମିନିଟ୍‌ ଯାଏଁ ବିଜୁଳି ନଜାଳିବାକୁ ଆହ୍ୱାନ

ଭାଙ୍ଗିଯାଇଛି ପୋଲ, ସମସ୍ୟାରେ ୬ଟି ଗାଁ

ନିଲମ୍ବିତ ହେଲେ ଗୁଣପୁର ତହସିଲଦାର

You might also like