ନିଜକୁ ଥାନା ବାବୁ କହି ନାବାଳିକାଙ୍କୁ ଫସେଇବାକୁ ଚେଷ୍ଟା କରୁଥିବା ଯୁବକ ଗିରଫ୍

ଭୁବନେଶ୍ୱର ଖଣ୍ଡଗିରି ଥାନାର ଆଇଆଇସି ବୋଲି ପରିଚୟ ଦେଇ ନାବାଳିକାଙ୍କୁ ପ୍ରେମ ନିବେଦନ କରିଥିବା ଜଣେ ଯୁବକଙ୍କୁ ବଡ଼ଗଡ଼ ଅଞ୍ଚଳରୁ ଗିରଫ କରିଛି ପୋଲିସ। ସଂପୃକ୍ତ ଯୁବକ ଓ ଗଣମାଧ୍ୟମ ସଂସ୍ଥାରେ ଚାକିରୀ କରୁଥିବା ତାଙ୍କ ସହଯୋଗୀକୁ ମଧ୍ୟ ଖଣ୍ଡଗିରି ଥାନା ପୋଲିସ ଗିରଫ କରିଛି।

ସଂପୃକ୍ତ ଯୁବକ ନିଜକୁ ଖଣ୍ଡଗିରି ଥାନାର ଆଇଆଇସି ବୋଲି ପରିଚୟ ଦେଇ ଜଣେ ଦୁଷ୍କର୍ମ ପୀଡ଼ିତା ନାବାଳିକାଙ୍କ ସହ କଥା ହେଉଥିଲେ। ଏହାସହ ମାମଲାକୁ ରଫାଦଫା କରିବାକୁ ଚାପ ପକାଇବା ସହ ପ୍ରେମ ନିବେଦନ କରିଥିଲେ।

ଏନେଇ ପୀଡ଼ିତା ନାବାଳିକା ଅଭିଯୋଗ କରିବା ପରେ ଖଣ୍ଡଗିରି ପୋଲିସ ତାଙ୍କୁ ଓ ତାଙ୍କୁ ସହଯୋଗ କରିଥିବା ଯୁବକଙ୍କୁ ଗିରଫ କରିଛି।

ଆହୁରି ପଢ଼ନ୍ତୁ

ଦିନକରେ ରେକର୍ଡ ସଂଖ୍ୟକ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱରରୁ ୩୨୬ କରୋନା ପଜିଟିଭ ଚିହ୍ନଟ, ୨୫୬ ଲୋକାଲ କଣ୍ଟାକ୍ଟ

ଆମ୍ବୁଲାନ୍ସ ଧକ୍କାରେ ଚାଲିଗଲା ୩ ଜୀବନ

ଓଡ଼ିଶାର ଏଇ ପ୍ରମୁଖ ସହର ୨ ଦିନ ସଟଡାଉନ୍

ଦୈନିକ ସାଢେ ୪ ଘଣ୍ଟା ହେବ ଗୃହ କାର୍ଯ୍ୟ

‘ବିଜ୍ଞପ୍ତି ପ୍ରକାଶ ପାଇବା ପୂର୍ବରୁ ମୁଖ୍ୟମନ୍ତ୍ରୀଙ୍କ ମନେପଡ଼େ ନିର୍ବାଚନ ମଣ୍ଡଳୀ କଥା’

ଉପନିର୍ବାଚନ ତାରିଖ ଘୋଷଣା ପୂର୍ବରୁ ତିର୍ତ୍ତୋଲବାସୀଙ୍କୁ ସରକାରଙ୍କ ଭେଟି

ଭୁବନେଶ୍ୱରରେ ଚୋରା ବନ୍ଧୁକ ଡିଲ୍‌ର ପର୍ଦ୍ଦାଫାସ

ଦିନକରେ ଓଡ଼ିଶାରେ ଆଖି ବୁଜିଲେ ୧୫ କରୋନା ଆକ୍ରାନ୍ତ

୨୪ ଘଣ୍ଟାରେ ୪,୨୦୮ ପଜିଟିଭ୍‌ ଚିହ୍ନଟ, ଓଡ଼ିଶାରେ ୨ ଲକ୍ଷ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

୧,୭୦୯ ଜଣ ପୋଲିସ୍ କର୍ମଚାରୀଙ୍କୁ ଦିଆଯିବ ‘ଆନ୍ତରିକ ସୁରକ୍ଷା ସେବା ପଦକ’

ଆଜିଠୁ ଏହି ଜିଲ୍ଲାରେ ୧୫ଦିନ ଯାଏ ରାସ୍ତାକଡ଼ ଫାଷ୍ଟଫୁଡ୍‌ ଦୋକାନ ବନ୍ଦ

You might also like