ସ୍ୱଦେଶ ଫେରିଲେ ଓଡ଼ିଶାରେ ଫସିଥିବା ବିଦେଶୀ

ଭୁବନେଶ୍ୱର: କରୋନା କଟକଣା ପାଇଁ ଲକଡାଉନ୍ ପରଠୁ ଓଡ଼ିଶାରେ ଫସିଯାଇଥିବା ଭୁଟାନ୍ ନାଗରିକ ସ୍ୱଦେଶ ଫେରୁଛନ୍ତି। ପ୍ରାୟ ୨୬ ଜଣ ଭୂଟାନ ଅଧିବାସୀ ଆଜି ଭୁଟାନ ଅଭିମୁଖେ ବାହାରିଛନ୍ତି। ଭୁଟାନ୍ ସରକାର ପଠାଇଥିବା ସ୍ୱତନ୍ତ୍ର ବିମାନ ଯୋଗେ ଭୁବନେଶ୍ୱର ବିମାନ ବନ୍ଦରରୁ ଏମାନେ ସ୍ୱଦେଶ ଫେରୁଛନ୍ତି। ଏହି ବିମାନଟି ଦେଶର ଅନ୍ୟ ରାଜ୍ୟରେ ଥିବା ଭୁଟାନବାସୀଙ୍କୁ ମଧ୍ୟ ନେଇକି ଯିବ।

ଦୀର୍ଘ ଦିନ ଧରି ଭୟ ଆଉ ଆତଙ୍କରେ ଓଡ଼ିଶାରେ ରହିଯାଇଥିବା ଏହି ଭୁଟାନବାସୀଙ୍କ ମଧ୍ୟରୁ କିଛି ପର୍ଯ୍ୟଟକ ଏବଂ ଛାତ୍ରଛାତ୍ରୀ ଅଛନ୍ତି। ଭୁବନେଶ୍ୱରରେ ଡ୍ରକ୍ ଏୟାର ସେବା ଉପଲବ୍ଧ ନଥିବାରୁ ଏୟାର ଇଣ୍ଡିଆ ପକ୍ଷରୁ ସ୍ୱତନ୍ତ୍ର ବିମାନରେ ଫେରୁଛନ୍ତି। ଘରକୁ ଫେରୁଥିବାରୁ ଆଶ୍ୱସ୍ତ ଅନୁଭବ କରିବା ସହ ଖୁସୀ ବ୍ୟକ୍ତ କରିଛନ୍ତି ଏମାନେ।

ଆହୁରି ପଢ଼ନ୍ତୁ

ହ୍ୱାଟ୍ସଆପ୍‌ ଜରିଆରେ ଲୋକଙ୍କୁ ମିଳିବ କରୋନା ପରାମର୍ଶ

Bhubaneswar Corona News: ୩୦୫ କରୋନା ପଜିଟିଭ ଚିହ୍ନଟ, ୨୧୫ ଲୋକାଲ୍‌ କେସ

ସତର୍କ ରୁହ, ୪ ଜିଲ୍ଲାରେ ପ୍ରବଳ ବର୍ଷିବ

ନାବାଳିକା ଗଣଦୁଷ୍କର୍ମ ଅଭିଯୋଗ ମାମଲା: ମହିଳା ଥାନାରେ ହାଜର ହେଲେ ଓଟିଭି HR ମୁଖ୍ୟ

କାହିଁକି ଦେବୀଙ୍କ ଘରେ ପଶିଲା CBI ?

ଭିନ୍ନ ଭିନ୍ନ ନମ୍ବର ପ୍ଲେଟ୍‌ ବ୍ୟବହାର କରାଯାଇ ବୋଲେରୋରେ ଏମିତି ଚାଲାଣ ହେଉଥିଲା ଗଞ୍ଜେଇ

ବିଜେଡି ନେତା ଦେବୀ ମିଶ୍ରଙ୍କ ଘରେ CBI ରେଡ୍‌

ପ୍ରକାଶ ପାଇଲା +୨ ପାଇଁ ପ୍ରଥମ କଟ୍ ଅଫ୍ ମାର୍କ

Corona Deaths in Odisha: ୨୪ ଘଣ୍ଟାରେ ଆଖି ବୁଜିଲେ ୧୩ କରୋନା ଆକ୍ରାନ୍ତ

ଦିନକରେ ଓଡ଼ିଶାରେ ୪,୧୮୦ କରୋନା ଆକ୍ରାନ୍ତ‌ ଚିହ୍ନଟ: ଖୋର୍ଦ୍ଧାରୁ ୬୮୮, କଟକରୁ ୪୯୨

ପୁରୀରେ ଚିନ୍ତା ବଢ଼ାଉଛି କରୋନା: ୮ ଦିନରେ ଦୁଇଗୁଣା ହେଲା ମୃତ୍ୟୁ ସଂଖ୍ୟା

ଟ୍ୱିନ୍‌ସିଟିରେ ଆକ୍ସନ ମୋଡ୍‌ରେ ପୋଲିସ୍: ସାବାଡ୍‌ ହେଉଛନ୍ତି କୋଭିଡ୍ ନିୟମ ଉଲ୍ଲଂଘନକାରୀ

You might also like