ସୁରତରୁ ଆସିଥାନ୍ତା ୩ଟି ଟ୍ରେନ୍, ବାତିଲ୍ କଲେ ସରକାର

ସୁରତ: ସୁରତରୁ ଏବେ ଆସିବନି ଟ୍ରେନ୍। ସୁରତରୁ ଆସନ୍ତାକାଲି ଆସିବାକୁ ଥିବା ୩ଟି ଟ୍ରେନ୍‌କୁ ବାତିଲ କରାଯାଇଛି। ସୁରତରୁ ଆସନ୍ତାକାଲି ବାହାରିବାକୁ ଥିବା ୩ଟି ଯାକ ଟ୍ରେନ୍‌କୁ ବାତିଲ କରିଛନ୍ତି ଓଡ଼ିଶା ସରକାର।

ଆଜି ଏନେଇ ସୂଚନା ଦେଇଛନ୍ତି ସୁରତ ଜିଲ୍ଲାପାଳ ଧବଳ କୁମାର ପଟେଲ। ଟ୍ରେନ୍‌ର ଆସିବାକୁ ଥିବା ଯାତ୍ରୀଙ୍କୁ ଏନେଇ ଅବଗତ କରାଯାଇଛି ବୋଲି ସେ କହିଛନ୍ତି। ଆଜି ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ରାଜ୍ୟ ସରକାର ଟ୍ରେନ୍ ବାତିଲ କରିଛନ୍ତି।

ତେବେ ପ୍ରବାସ ଫେରନ୍ତାଙ୍କ ପରେ ରାଜ୍ୟରେ ହୁ ହୁ ହୋଇ କରୋନା ବଢିଚାଲିଛି। ପୂର୍ବରୁ କୋଲକାତା ଫେରନ୍ତା ଚିନ୍ତା ବଢ଼ାଇଥିଲେ। ଆଉ ଏବେ ମୁଣ୍ଡ ବ୍ୟଥାର କାରଣ ପାଲଟିଛନ୍ତି ସୁରତ୍ ଫେରନ୍ତା।

ଆଜି ଦିନକରେ ୨୪ ନୂଆ ଆକ୍ରାନ୍ତଙ୍କ ସହ ରାଜ୍ୟରେ ୨୦୯କୁ ବଢିଛି କୋଭିଡ୍ ପଜିଟିଭ୍ ସଂଖ୍ୟା। ଗତକାଲି ଜଗତସିଂହପୁର ପରେ ଆଜି ମୟୂରଭଞ୍ଜ ଜିଲ୍ଲାକୁ ଛୁଇଁଛି କରୋନା।

ଆହୁରି ପଢ଼ନ୍ତୁ

ତାପଙ୍ଗର ହାତିଆ ମୁଣ୍ଡିଆ ନିଷିଦ୍ଧାଞ୍ଚଳ ଘୋଷିତ

କରୋନା ନେଇଗଲା କୋଭିଡ୍ ଯୋଦ୍ଧାଙ୍କ ଜୀବନ

ଓଡ଼ିଆ ବୈଜ୍ଞାନିକ ଜ୍ୟୋତିର୍ମୟୀ ଦାଶଙ୍କୁ ଭାରତର ସର୍ବୋଚ୍ଚ ବିଜ୍ଞାନ ପୁରସ୍କାର

ଗାଈଗୋରୁଙ୍କ ଜୀବନ ରକ୍ଷା ପାଇଁ ଅଭିନବ ପ୍ରୟାସ

ବିଧାନସଭା ଅଧିବେଶନ ପୂର୍ବରୁ ଆସିଲା କରୋନା ଟେଷ୍ଟ ରିପୋର୍ଟ, ୧୩୬ ଜଣଙ୍କ ରିପୋର୍ଟ ପଜିଟିଭ୍

ଭୁବନେଶ୍ୱରରୁ ୩୧୭ ପଜିଟିଭ ଚିହ୍ନଟ, ୨୫୫ ଲୋକାଲ କେସ୍

ପୂରଣ ହେଲା ସ୍ୱାଭିମାନ ଅଞ୍ଚଳବାସୀଙ୍କ ଆଶା

ଆଜିଠୁ ଓଡ଼ିଶାର ଏହି ସହର ୭ ଦିନ ସଟ୍‌ଡାଉନ୍‌

ବିଶ୍ୱ ପର୍ଯ୍ୟଟନ ଦିବସରେ କୋଣାର୍କକୁ ଗଡ଼ିଲା ‘ମୋ ବସ୍’

ଓଡ଼ିଶାରେ କୋଭିଡ୍‌ ପରିଚାଳନାକୁ ନେଇ ପ୍ରଶ୍ନ ଉଠାଇଲେ ବିଜେଡି ବିଧାୟକ

ଦିନକରେ ଓଡ଼ିଶାରେ ୧୪ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଓଡ଼ିଶାରେ କରୋନା ସ୍ଥିତି: ୨୪ ଘଣ୍ଟାରେ ଚିହ୍ନଟ ହେଲେ ୩,୯୨୨ ପଜିଟିଭ୍‌

You might also like