• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Minati Mishra

ବରଗଡ଼: ବିଜେପୁର ବିଧାନସଭା ଆସନ ପାଇଁ ହୋଇଥିବା ଉପ ନିର୍ବଚନର ଫଳାଫଳ ଆଜି ଜଣାପଡ଼ିବ।  ଆଜି ସକାଳ ୮ଟାରୁ ଆରମ୍ଭ ହୋଇଛି ଭୋଟ୍ ଗଣତି । ବର୍ତ୍ତମାନ ସୁଦ୍ଧା ୬ଷ୍ଠ ରାଉଣ୍ଡ ଭୋଟ ଗଣତି ସରିଲାଣି।  ପ୍ରଥମ ୫ଟି ରାଉଣ୍ଡ  ରାଉଣ୍ଡ ସୁଦ୍ଧା ବିଜେଡି ପ୍ରାର୍ଥୀ ରୀତା ସାହୁ ଆଗରେ ଥିବାବେଳେ ୬ଷ୍ଠ ରାଉଣ୍ଡରେ ମଧ୍ୟ ସେ ଆଗରେ ଅଛନ୍ତି।

ପ୍ରଥମ ରାଉଣ୍ଡ ଶେଷ ସୁଦ୍ଧା ବିଜେଡି  ୪୭୮୮ ଖଣ୍ଡ ଭୋଟ୍‌ରେ ଆଗୁଆ ରହିଥିଲା। ରୀତା ସାହୁଙ୍କୁ ୭୦୦୫ ଖଣ୍ଡ ଭୋଟ୍ ମିଳିଥିବା ବେଳେ ବିଜେପି ପ୍ରାର୍ଥୀ ସନତ ଗଡ଼ତିଆଙ୍କୁ ୨୨୧୭ ଓ କଂଗ୍ରେସ ପ୍ରାର୍ଥୀ ଦିଲୀପ ପଣ୍ଡାଙ୍କୁ ୩୧୭ ଖଣ୍ଡ ଭୋଟ୍ ମିଳିଥିଲା।

୩ୟ ରାଉଣ୍ଡ ଶେଷ ସୁଦ୍ଧା ବିଜେଡିର ରୀତା ସାହୁ ୧୬, ୪୭୩ ଭୋଟ୍‌ରେ ଆଗୁଆ ଥିଲେ।

ଷଷ୍ଠ ରାଉଣ୍ଡ ସୁଦ୍ଧା ବିଜେପି ୧୧,୦୭୪ ଓ କଂଗ୍ରେସକୁ ୧୫୯୧ ଖଣ୍ଡ ଭୋଟ୍‌ ମିଳିଥିବାବେଳେ ବିଜେଡି ପ୍ରାର୍ଥୀ ରୀତା ସାହୁ  ୪୫,୩୭୫ ଭୋଟ ପାଇ ଆଗରେ ଅଛନ୍ତି।

Bijepur-counting-status-reeta-sahoo-leads
  • Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

404 Page not found!

We're sorry, but we can't find the page you were looking for. It's probably something we've done wrong but now we know about it and we'll try to fix it. In the meantime, try one of these options:

go to home page

Suggested stories