• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Abinash Pati

ଭୁବନେଶ୍ୱର: ଆସନ୍ତାକାଲି(ଗୁରୁବାର) ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୦୪ତମ ଜୟନ୍ତୀ ଉତ୍ସବ। ଏନେଇ କଟକ ବାଲିଯାତ୍ରା ପଡିଆରେ ବ୍ୟାପକ ଆୟୋଜନ କରାଯାଇଛି।  ଏହି କାର୍ଯ୍ୟକ୍ରମରେ ବିଜେଡି ବିଧାୟକ, ମନ୍ତ୍ରୀ ଓ ସାଂସଦଙ୍କ ସହ ବହୁ ସଂଖ୍ୟାରେ କର୍ମୀ ଉତ୍ସବରେ ସାମିଲ ହେବେ।  ସେହିପରି ଆସନ୍ତାକାଲି ନବୀନ ସରକାରକୁ ବି ପୂରୁଛି ୨୦ ବର୍ଷ। ୨୦୦୦ ମସିହା ମାର୍ଚ୍ଚ ୫ରେ ପ୍ରଥମ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଥିଲେ ନବୀନ।

ଏଥର ୧୫ ଦିନ ଧରି ବିଜୁ ଜୟନ୍ତୀ ପାଳନ ହେବ। ବ୍ଲକ, ପୌରାଂଚଳ ଓ ସବୁ ନିର୍ବାଚନ ମଣ୍ଡଳୀରେ ପାଳନ ଲାଗି ନିର୍ଦ୍ଦେଶ ଦିଆଯାଇଛି। ତାସହ ଦୁଇ ଦଶନ୍ଧି ଧରି ଦଳର ସଫଳ ଯାତ୍ରା ସଂପର୍କରେ ଲୋକଙ୍କୁ ଅବଗତ କରାଇବାକୁ ବି କୁହାଯାଇଛି। ଏପଟେ ୨୦ ବର୍ଷ ପୂର୍ତ୍ତି ପାଳନ ପୂର୍ବରୁ ନବୀନ ଆଜି ରାଜ୍ୟବାସୀଙ୍କ ଉଦ୍ଦେଶ୍ୟରେ ବାର୍ତ୍ତା ଦେଇଛନ୍ତି।

Biju-jayanti-tomorrow-naveen-became-the-chief-minister-on-this-day
  • Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

404 Page not found!

We're sorry, but we can't find the page you were looking for. It's probably something we've done wrong but now we know about it and we'll try to fix it. In the meantime, try one of these options:

go to home page

Suggested stories