୧୭ରୁ ବିରଜାଙ୍କ ରଥଯାତ୍ରା, ଲାଗୁହେବ ଏହିସବୁ କଟକଣା

ଯାଜପୁର: ଯାଜପୁର ଅଧିଷ୍ଠାତ୍ରୀ ଦେବୀ ମା ବିରଜାଙ୍କ ରଥଯାତ୍ରା ପାଇଁ ନୀତି ନିର୍ଘଣ୍ଟ ହୋଇଛି। ଆସନ୍ତା ୧୭ରୁ ୨୪ ତାରିଖ ପର୍ଯ୍ୟନ୍ତ ରଥଯାତ୍ରାର ଆୟୋଜନ ହେବ। ତେବେ ସାଧାରଣ ଲୋକଙ୍କ ଗହଳି ଏଡ଼ାଇବାକୁ ୧୪୪ ଧାରା ଜାରି ହେବ ବୋଲି ସୂଚନା ମିଳିଛି। ଏଥିସହ ରଥଯାତ୍ରା ପୂର୍ବରୁ ବିରଜାଙ୍କ ସମସ୍ତ ସେବାୟତଙ୍କର କୋଭିଡ଼ ଟେଷ୍ଟ କରାଯିବ ବୋଲି ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ନିଷ୍ପତ୍ତି ହୋଇଛି।

ରଥଯାତ୍ରା ପାଇଁ ନିଷ୍ପତ୍ତି ନେବାକୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଥିଲେ ହାଇକୋର୍ଟ। ଏହାପରେ ଜିଲ୍ଲା ପ୍ରଶାସନ ରଥଯାତ୍ରା ନୀତି ନିର୍ଘଣ୍ଟ କରିଥିଲା। କୋଭିଡ୍ କଟକଣା ଯୋଗୁଁ ବିରଜାଙ୍କ ରଥଯାତ୍ରା ହେବ କି ନାହିଁ ତାକୁ ନେଇ ସସ୍ପେନ୍ସ ଲାଗି ରହିଥିଲା।

ଆହୁରି ପଢ଼ନ୍ତୁ

ସ୍ୱାଭିମାନ ଅଞ୍ଚଳରେ ମୁଣ୍ଡ ଗଡ଼ାଇଲେ ମାଓବାଦୀ

ଭୁବନେଶ୍ୱରରେ ପହଞ୍ଚିଲେ ଚେଲା କୁମାର; ଜୋରଦାର ହେବ ପ୍ରଚାର

ଅପରାଧୀଙ୍କ ଚରାଭୂଇଁ ପାଲଟୁଛି କି ରାଜଧାନୀ?

ଚଳୁ କରିଦେଲେ ଲକ୍ଷାଧିକ ସବ୍‌ସିଡି ଟଙ୍କା

ରାଜ୍ୟରେ ମୋଟ ସୁସ୍ଥ ସଂଖ୍ୟା ୨୫୨୧୯୭ରେ ପହଞ୍ଚିଲା

ରୋଗୀଣା ପତ୍ନିକୁ ଟ୍ରଲିରେ ବୋହି ଏସ୍‌ସିବି ନେବା ମାମଲାରେ ରିପୋର୍ଟ ମାଗିଲେ ରାଜ୍ୟ ମାନବାଧିକାର କମିଶନ

ଉପନିର୍ବାଚନ ମୈଦାନ୍‌ରେ କ୍ୟାମ୍ପେନ୍ ଆରମ୍ଭ କଲେଣି ହେବିୱେଟ୍ ନେତା, ମୁଖ୍ୟମନ୍ତ୍ରୀ କେବେ ?

ମରଣଯନ୍ତା ପାଲଟିଛି ମଙ୍ଗୁଳି ଛକ

ନକଲି ଟଙ୍କା ଦେଇ ଗାଡ଼ି କିଣିବା ବେଳେ ଧରିଲା ପୋଲିସ୍

ଜିଲ୍ଲାପାଳ ଅଫିସ୍ ଆସୁଥିଲେ, ଅଧାବାଟରୁ ଉଠାଇନେଲା ପୋଲିସ

ଦୁର୍ଘଟଣାର ଦିନ: ଟ୍ରକ୍ ତଳେ ଚାପି ହୋଇ ଚାଲିଗଲା ୫ ଜୀବନ, ୨୦ ଆହତ

ଖରସ୍ରୋତା ନଦୀ ପଠାରେ କୁମ୍ଭୀର, ଲୋକେ ଭୟଭୀତ

You might also like