ବୀରମିତ୍ରପୁର ଥାନାର ପୂର୍ବତନ ଆଇଆଇସି ଆନନ୍ଦ ମାଝୀ ଗିରଫ

ଅନୁଗୁଳ: ଶେଷରେ ଗିରଫ ହେଲେ ବୀରମିତ୍ରପୁର ଥାନାର ପୂର୍ବତନ ଆଇଆଇସି ଆନନ୍ଦ ମାଝୀ। କିଛି ଦିନର ଲୁଚକାଳି ପରେ ଅନୁଗୁଳ ବଇଣ୍ଡା ଜଙ୍ଗଲରୁ ତାଙ୍କୁ ଗିରଫ କରିଛି କ୍ରାଇମବ୍ରାଞ୍ଚ। ଗିରଫ ହେବା ପରେ ତାଙ୍କୁ କୋର୍ଟରେ ହାଜର କରାଯିବ ଏବଂ ପରବର୍ତ୍ତି ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ହେବ ବୋଲି ଡିଜି ପୋଲିସ୍ ଅଭୟ ସୂଚନା ଦେଇଛନ୍ତି।

ଆଜି ସକାଳେ ଆନନ୍ଦଙ୍କୁ ଚାକିରିରୁ ବହିଷ୍କାର କରାଯାଇଥିଲା। ତାଙ୍କୁ ଖୋଜିବା ପାଇଁ ଜଣେ ମହିଳା ଡିସିପିଙ୍କ ନେତୃତ୍ୱରେ କ୍ରାଇମବ୍ରାଞ୍ଚ ଟିମ୍ ମାମଲାର ତଦନ୍ତ କରୁଥିଲା। ବୀରମିତ୍ରପୁର ନାବାଳିକା ଦୁଷ୍କର୍ମ ଓ ଗର୍ଭପାତ ମାମଲାର ମୁଖ୍ୟ ଅଭିଯୁକ୍ତ ହେଉଛନ୍ତି ପୂର୍ବତନ ଆଇଆଇସି ଆନନ୍ଦ ମାଝୀ। ତାଙ୍କ ସହ ଅନ୍ୟ କିଛି ବ୍ୟକ୍ତି ସଂପୃକ୍ତ ଥିବା ନେଇ ବି ଅଭିଯୋଗ ରହିଛି। ସେ ଦିଗରେ ତଦନ୍ତ କରି ଅଭିଯୁକ୍ତଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେବ ବୋଲି ପ୍ରତିକ୍ରିୟା ଦେଇଛନ୍ତି ଡିଜି ପୋଲିସ୍ ଅଭୟ।

ଆହୁରି ପଢ଼ନ୍ତୁ

ଭୁବନେଶ୍ୱରରେ ପହଞ୍ଚିଲେ ଚେଲା କୁମାର; ଜୋରଦାର ହେବ ପ୍ରଚାର

ଅପରାଧୀଙ୍କ ଚରାଭୂଇଁ ପାଲଟୁଛି କି ରାଜଧାନୀ?

ଚଳୁ କରିଦେଲେ ଲକ୍ଷାଧିକ ସବ୍‌ସିଡି ଟଙ୍କା

ରାଜ୍ୟରେ ମୋଟ ସୁସ୍ଥ ସଂଖ୍ୟା ୨୫୨୧୯୭ରେ ପହଞ୍ଚିଲା

ରୋଗୀଣା ପତ୍ନିକୁ ଟ୍ରଲିରେ ବୋହି ଏସ୍‌ସିବି ନେବା ମାମଲାରେ ରିପୋର୍ଟ ମାଗିଲେ ରାଜ୍ୟ ମାନବାଧିକାର କମିଶନ

ଉପନିର୍ବାଚନ ମୈଦାନ୍‌ରେ କ୍ୟାମ୍ପେନ୍ ଆରମ୍ଭ କଲେଣି ହେବିୱେଟ୍ ନେତା, ମୁଖ୍ୟମନ୍ତ୍ରୀ କେବେ ?

ମରଣଯନ୍ତା ପାଲଟିଛି ମଙ୍ଗୁଳି ଛକ

ନକଲି ଟଙ୍କା ଦେଇ ଗାଡ଼ି କିଣିବା ବେଳେ ଧରିଲା ପୋଲିସ୍

ଜିଲ୍ଲାପାଳ ଅଫିସ୍ ଆସୁଥିଲେ, ଅଧାବାଟରୁ ଉଠାଇନେଲା ପୋଲିସ

ଦୁର୍ଘଟଣାର ଦିନ: ଟ୍ରକ୍ ତଳେ ଚାପି ହୋଇ ଚାଲିଗଲା ୫ ଜୀବନ, ୨୦ ଆହତ

ଖରସ୍ରୋତା ନଦୀ ପଠାରେ କୁମ୍ଭୀର, ଲୋକେ ଭୟଭୀତ

କାର୍ତ୍ତିକ ମାସରେ ଶ୍ରୀମନ୍ଦିରରେ ମିଳିବ ଅବଢ଼ା

You might also like