ବାଲେଶ୍ୱର ସଦର ଓ ତିର୍ତ୍ତୋଲ ଉପ-ନିର୍ବାଚନ: ପ୍ରାର୍ଥୀ ଘୋଷଣା କଲା ବିଜେଡି

ଭୁବନେଶ୍ୱର: ନଭେମ୍ବର ୩ରେ ହେବାକୁ ଥିବା ବାଲେଶ୍ୱର ସଦର ଓ ତିର୍ତ୍ତୋଲ ଉପ-ନିର୍ବାଚନ ପାଇଁ ବିଜେଡି ଆଜି ପ୍ରାର୍ଥୀ ଘୋଷଣା କରିଛି।

ବାଲେଶ୍ୱର ସଦର ପାଇଁ ସ୍ୱରୂପ କୁମାର ଦାସଙ୍କୁ ବିଜେଡି ପକ୍ଷରୁ ପ୍ରାର୍ଥୀ କରାଯାଇଥିବା ବେଳେ ତିର୍ତ୍ତୋଲ ପାଇଁ ବିଜୟ ଶଙ୍କର ଦାସଙ୍କୁ ବିଜେଡି ପ୍ରାର୍ଥୀ ଭାବେ ଦଳ ପକ୍ଷରୁ ଘୋଷଣା କରାଯାଇଛି। ପୂର୍ବତନ ମନ୍ତ୍ରୀ ବିଷ୍ଣୁ ଦାସଙ୍କ ପୁଅ ହେଉଛନ୍ତି ବିଜୟ ଶଙ୍କର।

ଗତକାଲି ବିଜେପି ଏହାର ପ୍ରାର୍ଥୀ ଘୋଷଣା କରିଥିଲା। ନଭେମ୍ବର ୩ରେ ଭୋଟ୍ ଗ୍ରହଣ ହେବ ଓ ନଭେମ୍ବର ୧୦ରେ ନିର୍ବାଚନର ଫଳାଫଳ ପ୍ରକାଶ ପାଇବ।

ପଢ଼ନ୍ତୁ: ରାଜ୍ୟର ୨ ଉପ-ନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେପି

ଆହୁରି ପଢ଼ନ୍ତୁ

ସନ୍ଦିଗ୍ଧ ଆତଙ୍କୀ ଲିଙ୍କରେ ଭୁବନେଶ୍ୱରରୁ ଜଣକୁ ଉଠାଇ ନେଲା NIA

ପୋଖରୀରେ ବୁଡ଼ିଗଲେ ଦୁଇ ଭଉଣୀ

ଭଡ଼ା ଘରୁ ମିଳିଲା ଇଞ୍ଜିନିୟରିଂ କଲେଜ ପ୍ରଫେସରଙ୍କ ମୃତଦେହ

ଆଡ଼ ଆଖିରେ ଚାହିଁଲେନି ଭାଇବନ୍ଧୁ, ରାସ୍ତା ଉପରେ ଶୁଆଇ ସହାୟତା ଦାବି କଲେ ଗାଁଲୋକ

୨୪ ଘଣ୍ଟାରେ ଆଖି ବୁଜିଲେ ୧୩ କରୋନା ରୋଗୀ

ଓଡ଼ିଶାରେ ସୁଧୁରୁଛି କରୋନା ସ୍ଥିତି: ୨୪ ଘଣ୍ଟାରେ ୧,୯୩୧ ପଜିଟିଭ୍‌ ଚିହ୍ନଟ

୪୮ ଘଣ୍ଟାରେ ଅବପାତର ରୂପ ନେଇପାରେ ଲଘୁଚାପ

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଦିବ୍ୟାଙ୍ଗ ବାଳିକା

ଲଘୁଚାପ ପ୍ରଭାବରେ ପ୍ରବଳ ବର୍ଷା ସମ୍ଭାବନା, ୭ ଜିଲ୍ଲାକୁ ୱାର୍ଣ୍ଣିଂ

ସ୍ୱାଭିମାନ ଅଞ୍ଚଳରେ ମୁଣ୍ଡ ଗଡ଼ାଇଲେ ମାଓବାଦୀ

ଭୁବନେଶ୍ୱରରେ ପହଞ୍ଚିଲେ ଚେଲା କୁମାର; ଜୋରଦାର ହେବ ପ୍ରଚାର

ଅପରାଧୀଙ୍କ ଚରାଭୂଇଁ ପାଲଟୁଛି କି ରାଜଧାନୀ?

You might also like