ବିଜେଡିର‘ଘରେ ଘରେ ଶଙ୍ଖ’ ଅଭିଯାନ ଆରମ୍ଭ

ଭୁବନେଶ୍ୱର: ଆଜି ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ। ଏହି ଅବସରରେ ବିଜେଡି ‘ଘରେ ଘରେ ଶଙ୍ଖ’ ଅଭିଯାନ ଆରମ୍ଭ କରିଛି। ଜଟଣୀରୁ ଏହି ଅଭିଯାନ ଆରମ୍ଭ ହୋଇଛି।

ଏହି ଅଭିଯାନ ମାଧ୍ୟମରେ ନିର୍ବାଚନ ଇସ୍ତାହାର ପାଇଁ ବିଜେଡି ମତାମତ ସଂଗ୍ରହ କରିବ। ପ୍ରାୟ ୮୬ ଲକ୍ଷ ପରିବାରରେ ବିଜୁ ମହିଳା ଜନତା ଦଳର କାର୍ଯ୍ୟକର୍ତ୍ତା ପହଞ୍ଚି ଇସ୍ତାହାର ସଂପର୍କରେ ମତାମତ ନେବେ।

ସାଧାରଣ ନିର୍ବାଚନ ପୂର୍ବରୁ ଲୋକଙ୍କ ପାଖକୁ ପହଞ୍ଚିବା ଓ ରାଜ୍ୟ ସରକାରଙ୍କ ସଫଳତାକୁ ବଖାଣିବା ମଧ୍ୟ ଏହି ଅଭିଯାନର ଆଉ ଏକ ଉଦ୍ଦେଶ୍ୟ ବୋଲି କୁହାଯାଉଛି।

ଆହୁରି ପଢ଼ନ୍ତୁ

ଆଜି ଭୁବନେଶ୍ୱରରୁ ୩୦୬ କରୋନା ପଜିଟିଭ୍ ଚିହ୍ନଟ

ଶିଶୁଙ୍କୁ କରୋନାରୁ ଆରୋଗ୍ୟ କରାଇବ ମା’କ୍ଷୀର

ପୋଲ ତଳକୁ ଖସି ପଡ଼ିଲା ୩୦ ଯବାନଙ୍କୁ ନେଇ ଯାଉଥିବା ବସ୍

ବିଦ୍ୟୁତ କାଟକୁ କେନ୍ଦ୍ର କରି କର୍ମଚାରୀଙ୍କୁ ମରଣାନ୍ତକ ଆକ୍ରମଣ

‘ଓଡ଼ିଶାର ସ୍ଵାସ୍ଥ୍ୟ ଠିକ୍ ନାହିଁ, ବିଗିଡ଼ିି ଯାଇଛି’

‘କରୋନା କଣ ଆମେ ଜାଣିନୁ’

‘ଉଦ୍ଦେଶ୍ୟମୂଳକ ଭାବେ ଓଟିଭିର ଛବି ମଳିନ କରିବାକୁ ଅପଚେଷ୍ଟା ହେଉଛି’

କଟକର ଏକ କୋଭିଡ୍ ହସ୍ପିଟାଲରେ ଅଗ୍ନିକାଣ୍ଡ

ପୋଖରୀରୁ ମିଳିଲା ନିଖୋଜ ମା’ଙ୍କ ସମ୍ପର୍କରେ ଅଭିଯୋଗ କରିବାକୁ ଆସିଥିବା ଝିଅର ମୃତଦେହ

୨୪ ଘଣ୍ଟାରେ ଓଡ଼ିଶାରେ ୯ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

Corona Update In Odisha: ଦିନକରେ ୪,୨୪୨ ପଜିଟିଭ୍‌ ଚିହ୍ନଟ

ଦିଅର-ଭାଉଜଙ୍କ ବିବାହକୁ ବିରୋଧ: ଜୋତାମାଳ ପିନ୍ଧାଇ ଗାଁ ବୁଲାଇଲେ ଲୋକେ, ଭିଡିଓ ଭାଇରାଲ

You might also like