୫୦୦ଟଙ୍କା ଜରିମାନା ଦେଲେ ବିଧାୟକ ଅନନ୍ତ ନାରାୟଣ ଜେନା

ଭୁବନେଶ୍ୱର : ବିଧାୟକ ଗଣିଲେ ୫୦୦ ଟଙ୍କା ଜରିମାନା। ଭୁବନେଶ୍ୱର ଏଜି ଛକରେ ବେଆଇନ ଗାଡି ପାର୍କିଂ କରିଥିବାରୁ ମଧ୍ୟ-ଭୁବନେଶ୍ୱର ବିଧାୟକ ଅନନ୍ତ ନାରାୟଣ ଜେନା ୫୦୦ ଟଙ୍କା ଜରିମାନା ଦେଇଛନ୍ତି।

ସୂଚନା ମୁତାବକ , ଏଜି ଛକରେ ଟ୍ରାଫିକ୍ ସଚେତନତା କାର୍ଯ୍ୟକ୍ରମ ଚାଲିଥିବା ବେଳେ ବିଧାୟକଙ୍କ ଗାଡ଼ି ସେଠାରେ ବେଆଇନ୍ ଭାବେ ପାର୍କିଂ ହୋଇଥିଲା। ଫଳରେ ଡିସିପି ଅନୁପ ସାହୁଙ୍କ ଉପସ୍ଥିତିରେ ଫାଇନ୍ କାଟିଥିଲା ଟ୍ରାଫିକ୍ ପୁଲିସ।

ନିଜେ ବିଧାୟକ ତାଙ୍କ ଦୋଷ ସ୍ୱୀକାର କରିଥିବା ବେଳେ ଡିସିପି କହିଛନ୍ତି ଆଇନ ସମସ୍ତଙ୍କ ପାଇଁ ସମାନ।

 

ଆହୁରି ପଢ଼ନ୍ତୁ

ଭୁବନେଶ୍ୱରରେ ପହଞ୍ଚିଲେ ଚେଲା କୁମାର; ଜୋରଦାର ହେବ ପ୍ରଚାର

ଅପରାଧୀଙ୍କ ଚରାଭୂଇଁ ପାଲଟୁଛି କି ରାଜଧାନୀ?

ଚଳୁ କରିଦେଲେ ଲକ୍ଷାଧିକ ସବ୍‌ସିଡି ଟଙ୍କା

ରାଜ୍ୟରେ ମୋଟ ସୁସ୍ଥ ସଂଖ୍ୟା ୨୫୨୧୯୭ରେ ପହଞ୍ଚିଲା

ରୋଗୀଣା ପତ୍ନିକୁ ଟ୍ରଲିରେ ବୋହି ଏସ୍‌ସିବି ନେବା ମାମଲାରେ ରିପୋର୍ଟ ମାଗିଲେ ରାଜ୍ୟ ମାନବାଧିକାର କମିଶନ

ଉପନିର୍ବାଚନ ମୈଦାନ୍‌ରେ କ୍ୟାମ୍ପେନ୍ ଆରମ୍ଭ କଲେଣି ହେବିୱେଟ୍ ନେତା, ମୁଖ୍ୟମନ୍ତ୍ରୀ କେବେ ?

ମରଣଯନ୍ତା ପାଲଟିଛି ମଙ୍ଗୁଳି ଛକ

ନକଲି ଟଙ୍କା ଦେଇ ଗାଡ଼ି କିଣିବା ବେଳେ ଧରିଲା ପୋଲିସ୍

ଜିଲ୍ଲାପାଳ ଅଫିସ୍ ଆସୁଥିଲେ, ଅଧାବାଟରୁ ଉଠାଇନେଲା ପୋଲିସ

ଦୁର୍ଘଟଣାର ଦିନ: ଟ୍ରକ୍ ତଳେ ଚାପି ହୋଇ ଚାଲିଗଲା ୫ ଜୀବନ, ୨୦ ଆହତ

ଖରସ୍ରୋତା ନଦୀ ପଠାରେ କୁମ୍ଭୀର, ଲୋକେ ଭୟଭୀତ

କାର୍ତ୍ତିକ ମାସରେ ଶ୍ରୀମନ୍ଦିରରେ ମିଳିବ ଅବଢ଼ା

You might also like