ପାକିସ୍ତାନରେ ପହଞ୍ଚିଲା ବିଜେଡି ବିଧାୟକଙ୍କ ଭାଇରାଲ୍‌ ଭିଡିଓ

ଭୁବନେଶ୍ୱର: ପାକିସ୍ତାନରେ ପହଞ୍ଚିଲା ପୁଲଓ୍ୱାମା ଆକ୍ରମଣରେ ସହିଦ ଯବାନଙ୍କ ସମ୍ପର୍କୀୟଙ୍କୁ କଟକ ବାରବାଟୀ ବିଧାୟକ ଦେବାଶିଷ ସାମନ୍ତରାୟଙ୍କ ଅଶାଳୀନ ବ୍ୟବହାରର ଭାଇରାଲ ଭିଡିଓ। ପାକିସ୍ତାନୀ ଟିଭି ଚ୍ୟାନେଲ୍‌ ଆଜାଦ୍ ନ୍ୟୁଜ୍‌ରେ ଏହି ଖବରକୁ ପ୍ରସାରଣ କରାଯାଇଛି।

ଗତ ୧୬ ତାରିଖରେ ସହିଦ ମନୋଜ ବେହେରାଙ୍କ ଶେଷକୃତ୍ୟ ବେଳେ ସହିଦଙ୍କ ଦାଦାଙ୍କୁ ବିଧାୟକ ଦେବାଶିଷ ସାମନ୍ତରାୟ ଧକ୍କା ମାରୁଥିବାର ଦୃଶ୍ୟ ଦେଖିବାକୁ ମିଳିଥିଲା। ଏ ଦୃଶ୍ୟ ସୋସିଆଲ ମିଡିଆରେ ଭାଇରାଲ ହେବା ପରେ ବିଭିନ୍ନ ଗଣମାଧ୍ୟମରେ ମଧ୍ୟ ଏହାକୁ ନେଇ ଚର୍ଚ୍ଚା ହୋଇଥିଲା। ପରେ ବିଧାୟକ ଦେବାଶିଷ ସାମନ୍ତରାୟ ଏ ଘଟଣା ପାଇଁ କ୍ଷମା ମାଗିବା ସହ ଏହାକୁ ନେଇ ରାଜନୀତି ନକରିବାକୁ ନିବେଦନ କରିଥିଲେ।

 

ଆହୁରି ପଢ଼ନ୍ତୁ

ସରପଞ୍ଚ ଗଣିବେ ଲକ୍ଷେ ଟଙ୍କା ଫାଇନ୍‌

ପର୍ବତାରୋହୀ ଯୋଗବ୍ୟାସ ଭୋଇଙ୍କ ଉପରକୁ ଆକ୍ରମଣ

ପରଲୋକରେ ‘ଜହ୍ନମାମୁଁ’ ପତ୍ରିକାର ପ୍ରସିଦ୍ଧ କାର୍ଟୁନିଷ୍ଟ କେ.ସି ଶିବଶଙ୍କର

ପାନ ଖାଇ ଶ୍ରୀମନ୍ଦିରକୁ ଯାଇପାରିବେନି; ଧରା ପଡ଼ିଲେ ଗଣିବେ ଫାଇନ୍‌

ଗାନ୍ଧି ଜୟନ୍ତୀରୁ ବିଜେଡିର କୋଭିଡ୍ ମହାମାରୀ ସଚେତନତା ଅଭିଯାନ

ବିଜୁଳି ଦର ବୃଦ୍ଧି ନେଇ ସରକାରଙ୍କୁ କଂଗ୍ରେସର ଟାର୍ଗେଟ୍‌

ବିଶ୍ୱବିଦ୍ୟାଳୟ ସଂଶୋଧନ ବିଲ୍‌ର କପିକୁ ଚିରି ଦେଲେ ତାରା

ଗୃହରେ କୋଭିଡ ତାତି; କଂପାନୀଙ୍କୁ ବ୍ଲାଙ୍କ୍ ଚେକ୍ କାହିଁକି ଦିଆଯାଇଥିଲା ବୋଲି ପ୍ରଶ୍ନ କଲା ବିରୋଧୀ

ରାଜ୍ୟରେ ୩୮୯୬ ଜଣ କରୋନା ଆକ୍ରାନ୍ତ ସୁସ୍ଥ; ମୋଟ ସୁସ୍ଥ ସଂଖ୍ୟା…

କମିବ ଘରୋଇ ସ୍କୁଲ୍‌ ଫି !

ଭୁବନେଶ୍ୱରରୁ ୩୨୯ ପଜିଟିଭ ଚିହ୍ନଟ ଓ ୩୯୫ ସୁସ୍ଥ

ହାଇକୋର୍ଟରେ ମାମଲା ଦାୟର କଲେ ସମ୍ବିତ ପାତ୍ର

You might also like