ଗାନ୍ଧି ଜୟନ୍ତୀରୁ ବିଜେଡିର କୋଭିଡ୍ ମହାମାରୀ ସଚେତନତା ଅଭିଯାନ

ଭୁବନେଶ୍ୱର: କୋଭିଡ୍ ମହାମାରୀ ସଂପର୍କରେ ଗାନ୍ଧି ଜୟନ୍ତୀରୁ ସଚେତନତା ଅଭିଯାନ ଆରମ୍ଭ କରିବ ବିଜେଡି। ଏନେଇ ଦଳୀୟ କର୍ମୀ, ବିଧାୟକ, ସାଂସଦ, କର୍ମକର୍ତ୍ତାଙ୍କ ଉଦ୍ଦେଶ୍ୟରେ ଚିଠି ଲେଖି ଅଭିଯାନରେ ସାମିଲ ହେବାକୁ ଆହ୍ୱାନ ଦେଇଛନ୍ତି ଦଳର ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।

ଅକ୍ଟୋବର ୨ରୁ ନଭେମ୍ବର ୨ ତାରିଖ ପର୍ଯ୍ୟନ୍ତ ମାସେ ବ୍ୟାପୀ ଚାଲିବାକୁ ଥିବା ଏହି ସଚେତନତା କାର୍ଯ୍ୟକ୍ରମରେ ସାମିଲ ହୋଇ ଦଳର ପ୍ରତ୍ୟେକ ବିଧାୟକ ପଞ୍ଚାୟତ ସ୍ତରରେ ମାସ୍କ ବଣ୍ଟନ ସହ ଲୋକଙ୍କୁ ସଚେତନ କରିବେ।

କୋଭିଡ୍ ନିୟମ ପାଳନ ସହ ବିଧାୟକମାନେ ଟେଷ୍ଟିଂରେ ସହଯୋଗ କରିବେ ଏବଂ ଆଗଧାଡ଼ିର କୋଭିଡ୍ ଯୋଦ୍ଧାମାନଙ୍କୁ ଉତ୍ସାହିତ କରିବା ସହିତ ସମ୍ମାନ ପ୍ରଦର୍ଶନ କରିବେ ବୋଲି ଚିଠିରେ ଉଲ୍ଲେଖ କରିବା ସହ ପ୍ଲାଜ୍ମା ଦାନ ପାଇଁ ବହୁ ସଂଖ୍ୟାରେ ଆଗେଇ ଆସିବାକୁ ମଧ୍ୟ ଆହ୍ୱାନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ।

ଆହୁରି ପଢ଼ନ୍ତୁ

ଉପନିର୍ବାଚନ ପାଇଁ ୩ରେ ଛୁଟି ଘୋଷଣା

ରାଜ୍ୟରେ ମନ୍ଦିର ଖୋଲାଯିବା ଦରକାର: ଧର୍ମେନ୍ଦ୍ର

୨ଟି ଥାଳି ଫ୍ରି ଆଶାରେ ଅନ୍‌ଲାଇନ୍ ଅର୍ଡର କରୁଥିବା ବ୍ୟକ୍ତିଙ୍କ ଅବସ୍ଥା କଣ ହେଲା ଜାଣନ୍ତୁ

ସୁସ୍ଥ ହୋଇଥିବା ଲୋକଙ୍କୁ ବି ପୁଣି ଥରେ କରୋନା ହେବ କି ନାହିଁ ? ଓଡ଼ିଶାରେ ମିଳିଲା ପ୍ରମାଣ

ଟ୍ରକ୍ ଧକ୍କାରେ ଚାଲିଗଲା ଅଜା-ନାତିର ଜୀବନ

ହବିଷ୍ୟାଳୀଙ୍କ ପାଇଁ ମିଳିବ ମହାପ୍ରସାଦ

ଭୁବନେଶ୍ୱରରେ ଅଧା ଲୋକଙ୍କୁ ଛୁଇଁଗଲାଣି କରୋନା

ନିର୍ବାଚନ ପୂର୍ବରୁ ୧୫୦୦ ଅପରାଧୀ ଚିହ୍ନଟ, ୭୫ ୱାରେଣ୍ଟିଙ୍କୁ ଜେଲ୍

ଫେସବୁକ୍‌ରେ ପ୍ରେମ ନିବେଦନ କରି ଯୁବତୀଙ୍କୁ ଦେଖା କରିବାକୁ ଯାଇଥିଲେ, ତା’ ପରେ…

ଘର ତିଆରି ପାଇଁ ୧୫ ହଜାର ଟଙ୍କାରେ ବିକିଥିଲେ ଶିଶୁ କନ୍ୟା 

‘ଓଡ଼ିଶାରେ କରୋନା ରି-ଇନ୍‌ଫେକ୍‌ସନ୍ ହେଉଛି ’

ବ୍ରହ୍ମପୁରରୁ ଦୁବାଇକୁ ଲମ୍ବିଛି IPL ବେଟିଂ, ଜବତ ହେଲା ଲକ୍ଷାଧିକ ଟଙ୍କା

You might also like