ବିଜେଡି ବିଧାୟକ ପ୍ରମୋଦ ମଲ୍ଲିକଙ୍କୁ ବିରୋଧ

ଭୁବନେଶ୍ୱର: ନିଆଳିର ବିଜେଡି ବିଧାୟକ ପ୍ରମୋଦ ମଲ୍ଲିକଙ୍କୁ ବିରୋଧ। ଗତକାଲି ରାତିରେ ପ୍ରମୋଦ କସର୍ଦା ଭାଲିଆକଣକୁ ଯାଇଥିବା ବେଳେ ସ୍ଥାନୀୟ ଲୋକେ ତାଙ୍କୁ ଜୋର୍‌ଦାର୍‌ ବିରୋଧ କରିଥିଲେ। ଏପରିକି ସେ ଲୋକଙ୍କ ଆକ୍ରୋଶର ଶିକାର ମଧ୍ୟ ହୋଇଥିଲେ ଯାହା ସୋଶାଲ୍‌ ମିଡିଆରେ ଭାଇରାଲ ହୋଇଥିବା ଭିଡିଓରେ ଦେଖିବାକୁ ମିଳିଛି।

ଗତ ୧୦ ବର୍ଷ ଧରି ବିଧାୟକ କେଉଁଠି ଥିଲେ ଓ ନିଆଳି ପାଇଁ କ’ଣ କରିଛନ୍ତି ବୋଲି ସ୍ଥାନୀୟ ଲୋକେ ପ୍ରମୋଦଙ୍କୁ ପ୍ରଶ୍ନ କରିଥିଲେ।

ନିଆଳି ବିଧାନସଭା ନିର୍ବାଚନମଣ୍ଡଳୀ ଜଗତସିଂହପୁର ଲୋକସଭା ଆସନ ଅଧିନରେ ଆସୁଥିବାବେଳେ ଆସନ୍ତାକାଲି ଏଠାରେ ଭୋଟ୍‌ ଗ୍ରହଣ ହେବ।

ଆହୁରି ପଢ଼ନ୍ତୁ

ବୈଜୟନ୍ତ ପୁଣି ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ

ଉଚ୍ଛେଦ ହେଲା ଭୁବନେଶ୍ୱର ୟୁନିଟ-୨ ମାର୍କେଟ ବିଲ୍ଡିଂର ଉଠା ଦୋକାନ

ଓଟିଭି ଏମ୍‌ଡିଙ୍କ ବିରୋଧରେ ପୁଣି ଏକ ଅଭିଯୋଗ

ସହକାରୀ ଜିଲ୍ଲାପାଳଙ୍କୁ ମାଡ଼ ମାରି ପରିବାର ସହ ଗିରଫ ହେଲେ ଘର ମାଲିକ

ଦିନକରେ ୧୬ କରୋନା ରୋଗୀ ଆଖି ବୁଜିଲେ

୨୪ ଘଣ୍ଟାରେ ଚିହ୍ନଟ ହେଲେ ୪, ୩୫୬ କରୋନା ଆକ୍ରାନ୍ତ, ରେକର୍ଡ ଭାଙ୍ଗିଲା ଖୋର୍ଦ୍ଧା‌

ଜବତ ହେଲା ବିପୁଳ ନକଲି କରୋନା ଔଷଧ

ବିଧାନସଭାର ମୌସୁମୀ ଅଧିବେଶନ; ରବିବାର ବି ଚାଲିବ ଗୃହକାର୍ଯ୍ୟ

ବିଧାନସଭା ମୌସୁମୀ ଅଧିବେଶନ; କଭରେଜ କରୁଥିବା ଗଣମାଧ୍ୟମ ପ୍ରତିନିଧିଙ୍କର ହେବ କରୋନା ଟେଷ୍ଟ

ଓଡ଼ିଶୀ ସଂଗୀତକୁ ଶାସ୍ତ୍ରୀୟ ମାନ୍ୟତା ପାଇଁ ଚିଠି ଲେଖିଲେ ନବୀନ

ନାଳରେ ପଶିଗଲା ଚଳନ୍ତା କାର

ବନ୍ଦ ହୋଇଯିବ କି ରାଜଧାନୀର ଦୋକାନ?

You might also like